-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ପି.ଆର. ହାଇସ୍କୁଲରେ ମୋ ସ୍କୁଲ ଅଭିଯାନ ବୈଠକ, ପି.ଆର. ହାଇସ୍କୁଲ ହେବ ଆଉ ଏକ ଆଦର୍ଶ ବିଦ୍ୟାଳୟ-ନରସିଂହ- ବିଧାୟକ ପାଣ୍ଠିରୁ ଦିଆଯିବ ଡିଜିଟାଲ ଷ୍ଟଡି ବୋର୍ଡ 

23-Jul-2021



ବଲାଙ୍ଗିର,(ପ୍ରେରଣା ଖବର) : ଆଜି ରାଜ୍ୟର ସର୍ବ ପୁରାତନ ଉଚ୍ଚ ବିଦ୍ୟାଳୟ ପୃଥ୍ୱୀରାଜ ହାଇସ୍କୁଲ ପରିସରରେ ସମ୍ପୁର୍ଣ୍ଣ କୋଭିଡ୍ ଗାଇଡ ଲାଇନକୁ ମାନି ମୋ ସ୍କୁଲ ଅଭିଯାନର ଏକ ବୈଠକ ଅନୁଷ୍ଠିତ ଯାଇଅଛି ।  ଏଥିରେ ସ୍କୁଲ ପୃଷ୍ଠପୋଷକ ସ୍କୁଲର ପୁରାତନ ଛାତ୍ର, ପୂର୍ବତନ ଆଇନ ମନ୍ତ୍ରୀ, ବର୍ତ୍ତମାନର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ରାଜ୍ୟର ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ମଧୁସୁଦନ ପତି ଏବଂ ବ୍ଲକ ଶିକ୍ଷାଧିକାରୀ ରାଘବ ପାଣିଗ୍ରାହୀ ଏହି ବୈଠକରେ ଉପସ୍ଥିତ ଥିଲେ । ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ୱ କରିବା ସହ ମୋ ସ୍କୁଲ ଅଭିଯାନର ଅଭିମୁଖ୍ୟ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ସୂଚନା ଦେଇଥିଲେ । ପୁରାତନ ଛାତ୍ର ତଥା ଶିକ୍ଷାବିତ ପ୍ରଫେସର ପତି ଶିକ୍ଷକମାନେ କେବଳ ଶିକ୍ଷାଦାନ ଉପରେ ମନୋନିବେଷ କରିବା ଉପରେ ଧ୍ୟାନ ଦେବାକୁ କହିଥିଲେ । ସ୍କୁଲରେ ଏକ ଉତ୍ତମ ଶିକ୍ଷଣିୟ ପରିବେଶ ସୃଷ୍ଟି କରିବା ପାଇଁ ଏକ କମିଟି ତିଆରି କରାଯାଉ ଓ ସେ କମିଟି କେବଳ ଛାତ୍ର ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ସ୍କୁଲରେ ଶିକ୍ଷାର ମାନ କିପରି ବଢିବ ସେ ଉପରେ କାମ କରୁ ବୋଲି ମତ ଦେଇଥିଲେ । ପୃଷ୍ଠପୋଷକ ବିଧାୟକ ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ପି.ଆର. ହାଇସ୍କୁଲ ଆଉ ଏକ ଆଦର୍ଶ ବିଦ୍ୟାଳୟରେ ପରିଣତ ହେବା ପାଇଁ ଯାହାକିଛି ଦରକାର ସେ ସବୁର ବ୍ୟବସ୍ଥା କରାଯିବାର ଦୃଢ ପ୍ରତିଶୃତି ଦେଇଥିଲେ । ଯୋଜନା ମୁତାବକ ସ୍କୁଲ ପାଇଁ ଦରକାର ହେଉଥିବା ଡିଜିଟାଲ ଇଣ୍ଟରେକ୍ଟିଭ୍ ଷ୍ଟଡି ବୋର୍ଡ ଏବଂ ତା ପାଇଁ ଦରକାର ହେଉଥିବା ଆନୁସାଙ୍ଗିକ ଜିନିଷ ପାଇଁ ସେ ନିଜ ବିଧାୟକ ପାଣ୍ଠିରୁ ଅନୁଦାନ ଦେବାର ଘୋଷଣା କରିଥିଲେ । ସ୍କୁଲ ସୌନ୍ଦର୍ଯିକରଣ, ବଗିଚା ରକ୍ଷଣବେକ୍ଷଣ ପାଇଁ ଦରକାର ହେଉଥିବା ମାଳି ପାଇଁ ପ୍ରତ୍ୟେକ ମାସ ତିନି ହଜାର ଟଙ୍କା ଲେଖାଏଁ ସେ ନିଜେ ବ୍ୟକ୍ତିଗତ ଭାବରେ ପ୍ରଦାନ କରିବେ ଏବଂ ତା ସହ ସେ ସ୍କୁଲକୁ ଆଉ ଅଧିକ ୫୦ହଜାର ଟଙ୍କା ବ୍ୟକ୍ତିଗତ ଭାବେ ପ୍ରଦାନ କରିବାକୁ ଘୋଷଣା କରିଥିଲେ । ଆଗାମୀ ଦିନରେ ସ୍କୁଲ କେମିତି ଘରୋଇ ସ୍କୁଲମାନଙ୍କ ସହିତ ସମତାଳ ଦେଇ ନିଜକୁ କ୍ରିଡା ଓ ଶିକ୍ଷା କ୍ଷେତ୍ରରେ ଜିଲ୍ଲା ତଥା ରାଜ୍ୟରେ ଏକ ନମ୍ବର ସ୍କୁଲ ଭାବେ ପ୍ରମାଣିତ କରି ପାରିବ ସେ ଦିଗରେ କାର୍ଯ୍ୟକ୍ରମମାନ ନିଆଯିବ । ଏହି ପରିପ୍ରେକ୍ଷୀରେ ପିଆର ହାଇସ୍କୁଲରେ ପ୍ରାଥମିକ ଶ୍ରେଣୀ ଗୁଡିକୁ ମଧ୍ୟ ଯୋଡା ଯିବାର ପରିକଳ୍ପନା କରାଯିବ ବୋଲି ସ୍କୁଲ ପୃଷ୍ଠପୋଷକ ବିଧାୟକ ଶ୍ରୀ ମିଶ୍ର କହିଥିଲେ । ପୂର୍ବରୁ ଉପସ୍ଥିତ ଥିବା ପୁରାତନ ଛାତ୍ର ବିରେନ୍ଦ୍ର ବନଛୋର, ଅସୀତ ମିଶ୍ର ଓ ସୁରୁଲାଲ ମଟାରି ସ୍କୁଲର ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ । ଏହି ବୈଠକରେ ରାମ ଗୋପାଳ ଖମାରୀ ଶର୍ମା ଅତିଥି ପରିଚୟ ଦେଇଥିବା ବେଳେ ଶିକ୍ଷକ ବିକାଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରାତନ ଛାତ୍ର ତଥା ଶତବାର୍ଷିକୀ କମିଟି ସଂପାଦକ ଚିତ୍ତ ରଂଜନ ଦାଶ, ମୋ ସ୍କୁଲ ଅଭିଯାନ କମିଟିର ସଭାପତି ବିଘ୍ନେଶ୍ୱର ମହାନ୍ତି, ଚିଣ୍ଟୁ ପଣ୍ଡା,  ଅସୀତ ଷଢଙ୍ଗୀ, ବୁଲୁ ଦାନି, ଜୟନାରାୟଣ ବହିଦାର, ଅଙ୍କିତ ସାହୁଙ୍କ ସମେତ ଅନେକ ପୁରାତନ ଛାତ୍ର, ଅଭିଭାବକ ଏବଂ ସ୍କୁଲ ଶିକ୍ଷକ କର୍ମଚାରୀ ଉପସ୍ଥିତ ଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like