-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଅନନ୍ତ କୁମାର ସାହୁଙ୍କ ବିୟୋଗ

23-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଟିକ୍ରାପଡା ନିବାସୀ ଅନନ୍ତ କୁମାର ସାହୁ (୭୧)ଙ୍କ ଗତ ରାତିରେ ବିୟୋଗ ହୋଇଯାଇଛି । ଦିର୍ଘ ଦିନ ହେଲା ସେ ଭୁବନେଶ୍ୱର ସ୍ଥିତ ଏମ୍ରି ହସ୍‌ପିଟାଲ ଠାରେ ଚିକିତ୍ସିତ ହେଉଥିଲେ । ଗତ କାଲି ସନ୍ଧ୍ୟାରେ ଭୁବନେଶ୍ୱରୁ ବଲାଙ୍ଗିରକୁ ଫେରୁଥିବା ବେଳେ ରାସ୍ତାରେ ତାଙ୍କ ଦେହାନ୍ତ ହୋଇଯାଇଥିଲା । ମୃତ୍ୟୁ ସମୟରେ ସହଧର୍ମିଣୀ ଜ୍ୟୋସ୍ନାମୟୀ, ଝୀଅ ମଧୁଛନ୍ଦା, ସୁନନ୍ଦା, ସୁନୀତା ଓ ସୁପ୍ରୀୟା ସହ ଜ୍ୱାଇଁ ଭକ୍ତଚରଣ ସାହୁ, ବିଶ୍ୱ ପ୍ରକାଶ ସାହୁ ଓ ରୋହିତ ସାହୁ ଉପସ୍ଥିତ ଥିଲେ । ଆଜି ସକାଳୁ ତାଙ୍କ ବାସଭବନରେ ପରିବାର, ବନ୍ଧୁ ତଥା ପଡାବାସୀଙ୍କ ସମାବେଶରେ ଶୋକର ଛାୟା ଖେଳିଯାଇଥିଲା । ସ୍ଥାନୀୟ ବିଭୁତିପଡା ସ୍ଥିତ ଶ୍ମଶାନରେ ତାଙ୍କର ଶେଷକୃତ ସମ୍ପନ୍ନ ହୋଇଥିଲା । ତାଙ୍କ ପୁତୁରା ଚିନ୍ମୟ ସାହୁ ମୁଖାଗ୍ନି ଦେଇଥିଲେ । ଏଥିରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ବ୍ୟତିତ ଗୁଡିଆ ସମାଜର ଜିଲ୍ଲା ସଭାପତି ମନୋରଂଜନ ସାହୁ, ସାଧାରଣ ସଂପାଦକ ଜୟକୃଷ୍ଣ ସାହୁ, ରମେଶ ଚନ୍ଦ୍ର ସାହୁ, ଡା. ସତ୍ୟନାରାୟଣ ସାହୁ, ପ୍ରଦୀପ ଚୋପଦାର, ସୌମ୍ୟଦିପ ସରାଫ, ସଂଗ୍ରାମ ବହିଦାର, ପରକ୍ଷିତ ସାହୁ, ମନୋଜ ସାହୁ ପ୍ରମୁଖ ଯୋଗଦାନ କରିଥିଲେ । ସେ ଜଣେ ଅବସରପ୍ରାପ୍ତ ବ୍ୟାଙ୍କ ମ୍ୟାନେଜର ଥିଲେ । ସମାଜର ସମସ୍ତ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରୁଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like