-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ନୂତନ କର୍ମକତ୍ତା ଚୟନ, ସଭାପତି ପୁର୍ଣଚନ୍ଦ୍ର, ସଂପାଦକ ଭାଗବତ

23-Jul-2021



ବୌଦ୍ଧ,(ପ୍ରେରଣା ଖବର) : ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିୟନ ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ବୌଦ୍ଧ ଠାରେ ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧଜିଲ୍ଲା ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ଇସ୍ତପା ପରେ ସାଂଗଠନିକ କର୍ମକତ୍ତା ପୁନଃ ଚୟନ କରାଯାଇଛି । ସୁକାନ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ  ସଙ୍ଘର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହେବାସହ ଜିଲ୍ଲା ଶାଖାର ନୂତନ କର୍ମକର୍ତ୍ତା ମନୋନୟନ ହୋଇଥିଲା । ସଭାପତି ଭାବେ ପୂର୍ଣ୍ଣଚରଣ ସାହୁ, ଭାଗବତ ମେହେର ସାଧାରଣ ସଂପାଦକ, ସୁଧାଂଶୁ ମିଶ୍ର ଉପ ସଭାପତି, ବଂଶୀଧର ମାଝୀ ସହ ସଂପାଦକ ଏବଂ କୋଷାଧ୍ୟକ୍ଷ ଭାବେ ଦେବାନନ୍ଦ ସାହୁ , ଉପଦେଷ୍ଟା ଭାବେ ବରିଷ୍ଠ ସାମ୍ବାଦିକ ଚିତ୍ତରଂଜନ ସିଂ, ଯୁଗଳ କିଶୋର ସାମଲ୍, ଦିବ୍ୟଶଙ୍କର ରାଉତ୍, ସତ୍ୟଜିତ୍ ପଣ୍ଡାଙ୍କୁ ସର୍ବ ସମ୍ମତିକ୍ରମେ ମନୋନୟନ କରାଗଲା । ଶେଷରେ ସଦସ୍ୟ  ସଂଜିବ ମହାକୁଡ ଧନ୍ୟବାଦ ଅର୍ପଣ କରିଥିଲେ । ଏହି  ବୈଠକରେ

ଓଡିଶା ଜର୍ନାଲିଷ୍ଟ୍ ୟୁନିୟନ ବୌଦ୍ଧ ଶାଖାର ସଦସ୍ୟ ସୁଶାନ୍ତ ବେହେରା,ସତ୍ୟ ନାରାୟଣ ପାଣି, ବାସୁଦେବ ସାହୁ, ସୁରେନ୍ ପ୍ରଧାନ,ପ୍ରକାଶ ମେହେର, ବବଲୁ ପାଢି, ଜୟକୁମାର ମହାରଣା, ଦେବାଶିଷ୍ ମଲ୍ଲୀକ, ଦିବ୍ୟ ଶଙ୍କର ପଟ୍ଟନାୟକଙ୍କ ସମେତ  ଜିଲ୍ଲାର ସମସ୍ତ ସଦସ୍ୟମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like