-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

ମଦ ମୁକ୍ତ ଅଞ୍ଚଳ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ଗୋଷ୍ଠୀ

23-Jul-2021



ଗଞ୍ଜାମ (ଉମା ମହାରଣା) : ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ଅନ୍ତର୍ଗତ ଦାଣ୍ଡିଶ୍ୱର ଛକରେ ନିକଟରେ ସ୍ଥାନୀୟ ମହିଳା ମାନେ ଆଜି ମଦମୁକ ଅଞ୍ଚଳ ଭାବେ ଏକ ରାଲିକରି ପୋଷ୍ଟର ମାରିବା ସହ ଆଗାମୀଦିନରେ ଜେମିତି ଏହି ଛକରେ ମଦବିକ୍ରି ନହେବ ସେହିତି ପାଇଁ ସଂକଳ୍ପ ନେଇଛନ୍ତି କିଛିଦିନ ତଳେ ମହିଳାମାନେ ଏକ ରାଲି କରି କୋଦଳା ଥାନା ଓ କୋଦଳା ତହସିଲଦାର ଙ୍କୁ ଏକ ଦାବିପତ୍ର ଦେଇଥିଲେ କି କୋଦଳା ଦାଣ୍ଡିଶ୍ୱର ଛକରେ ମଦ ବନ୍ଦ କରିବାପାଇଁ ଯାହା ଫଳରେ କୋଦଳା ଆଇ ଆଇ ସି

ଦେବାଶିଷ ମହାନ୍ତି ସେହି ଛକରେ ଜଣେ ହୋମଗାର୍ଡ କୁ ଡିୟୁଟି ରେ ମଧ୍ୟ ଲଗେଇଛନ୍ତି ସେଇଛକରେ ଲୋକ ମାନେ ମଦପି ବିଭିନ୍ନ ଅସାମାଜିକ କାମ କରିବା ସହ ରାତି ଅଧରେ ଘରକୁ ଯାଇ ନିଶାଶକ୍ତ ଅବସ୍ଥାରେ ଘର ପରିବାର ମଧରେ ଅଶାନ୍ତି ସୃଷ୍ଟି କରିଥାନ୍ତି ଆଗାମୀ ଦିନ ରେ ଏହିଛକରେ ଯଦି ମଦ ବିକ୍ରି ହୁଏ ତାହେଲେ ମହିଳା ମାନେ ରାଜରାସ୍ତା କୁ ଓଲ୍ହାଇବେ ବୋଲି ଚେତାବନୀ ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like