-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ପ୍ରେସ କ୍ଲବକୁ ଜିଲ୍ଲାପାଳ କଲେ ପ୍ରଶଂସା

23-Jul-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ )  ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ପ୍ରେସ କ୍ଲବ କୋଭିଡ ସମୟରେ ଅକ୍ସିଜେନ ସେବା ପ୍ରଦାନ କରିଛି । ପ୍ରଶାସନ ଜରିଆରେ ଜନ ସାଧାରଣଙ୍କୁ ଅକ୍ସିଜେନ ଯୋଗାଇଥିବା ଯୋଗୁ ବଲାଙ୍ଗିର ଜିଲ୍ଲାପାଳ ଚଂଚଳ ରାଣା ସ୍ଥାନିୟ ତହସିଲଦାର ଅଶାକ କୁମାର ମାଝିଙ୍କ ଜରିଆରେ ପ୍ରଶଂସା ପତ୍ର ପ୍ରଦାନ କରିଛନ୍ତି । ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜା, କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ପରାମର୍ଶଦାତା ଆନନ୍ଦ ମୋଟେ, ଆଇନ ପରାମର୍ଶଦାତା ବିବେକ ଶର୍ମା, କାର୍ଯ୍ୟକାରିଣି ସଦସ୍ୟ ରୋହନ ମହତ ସହ ଅନ୍ୟ ସଦସ୍ୟ ମାନେ ତହସିଲ ଅଫିସ ପହଂଚି ପ୍ରଂଶସା ପତ୍ର ଗ୍ରହଣ କରିଥିଲେ । ସେହିପରି କଣ୍ଟାବାଞ୍ଜି ମାରୱାଡି ୟୁବା ମଂଚ ବିକାଶ ଶାଖା, ମାରୱାଡି ୟୁବା ମଂଚଙ୍କୁ ମଧ୍ୟ ପ୍ରଂଶସା ପତ୍ର ଦିଆଯାଇଥିବା ଜଣାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026

You Might Also Like