-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଅପରାଧ

ମହିଳା ଙ୍କୁ ହତ୍ୟା କରି ମୋବାଇଲ ନେଇ ଫେରାର ଅଭିଯୋଗ ନେଇ ଚର୍ଚ୍ଚା, କବାଟ ଖୋଲା ଅବସ୍ଥାରେ ଘରୁ ମହିଳା ଙ୍କ ମୃତ ଦେହ ଉଦ୍ଧାର

24-Jul-2021



ଟିଟିଲାଗଡ,(ପ୍ରେରଣା ଖବର) :ଟିଟିଲାଗଡ ୱାର୍ଡ ନଂ-୧୪ ରେ ଜଣେ ମହିଳା ଙ୍କ ଘରେ ପଶି ଗତ ରାତିରେ କେହି ହତ୍ୟା କରି ଫେରାର ହୋଇଯାଇଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ ଟିଟିଲାଗଡ ୱାର୍ଡ ନଂ-୧୪ ରେ ଗତ ଚାରି ବର୍ଷ ଧରି କଳାହାଣ୍ଡି ଜିଲ୍ଲା ବିଶ୍ୱନାଥ ପୁର ରୁ ଗୁଣନିଧି ଡାକୁଆ ତାଙ୍କ ସ୍ତ୍ରୀ ଲିଜା ଡାକୁଆ ଆସି ବିଭୁତି ଦଳେଇ

ଙ୍କ ଘରେ ଭଡ଼ା ରେ ରହୁଥିଲେ । ଗତ ଶୁକ୍ରବାର ଅପରାହ୍ନ ସମୟରେ ମୃତା ଲିଜା ଡାକୁଆ(ବ-୨୭) ସାଇ ରେ ଚଳ ପ୍ରଚାଳ  ସ୍ୱାଭାବିକ ଭାବରେ କରୁଥିବା  ବେଳେ ଆଜି ସକାଳ ପ୍ରାୟ ଛଟା ସମୟରେ ଘର ମାଲିକ କବାଟ ଖୋଲା ଥିବା ଦେଖି ଡାକିଥିଲେ କିନ୍ତୁ କିଛି ଉତ୍ତର ନ ଶୁଣି ତାଙ୍କ ସ୍ତ୍ରୀ ସହ ପଶି ସେ ମୃତ ଅବସ୍ଥାରେ ପଡିଥିବା ଦେଖି ଟିଟିଲାଗଡ ଥାନା ରେ ସୂଚନା ଦେଇଥିଲେ । ମୃତ ଲିଜା ଙ୍କ ସ୍ୱାମୀ ଗୁଣନିଧି ଡାକୁଆ  ମୁନିଗୁଡା ଯାଇସେଠି ଅନ୍ୟ ଏକ ସ୍ତ୍ରୀ ସହ ରହୁଥିବା ବେଳେ ଲିଜା ଏକୁଟିଆ ରହୁଥିଲେ । ପାରିବାରିକ କଳହ ରହୁଥିବା ବେଳେ ଏଠି ଏକ ଗ୍ରୁପ ଲୋନ ମନ୍ଧ୍ୟ ରହିଥିଲା । କଟକ ରେ ମୃତ ଲିଜା ଙ୍କ ମାଆ ଘର ହୋଇଥିବା ବେଳେ ପାରିପାର୍ଶ୍ବିକ ଅବସ୍ଥା ଓ କବାଟ ଖୋଲା ଅବସ୍ଥାରୁ ସନ୍ଦେହ ସୃଷ୍ଟି ହେଉଛି ଯେ କେହି ଗତ ରାତି ରେ ଆସି ପୁଣି ଚାଲିଯାଇଛି । ମୃତ ଲିଜା ଙ୍କ ବ୍ୟବହାର କରୁଥିବା ମୋବାଇଲ ମନ୍ଧ୍ୟ ତାଙ୍କ ନିକଟରେ ନ ଥିବା ଜଣାପଡ଼ିଛି । ସ୍ୱାମୀ ଗୁଣନିଧି ପ୍ରେମ ବିବାହ କରିଥିବା ବେଳେ ସେ ଅନ୍ୟ ଏକ ସ୍ତ୍ରୀ ମୁନିଗୁଡା ରେ ବିବାହ କରି ଥିବା ଓ ଏକ କନ୍ୟା ସନ୍ତାନ ଥିବା ବେଳେ ସେ  ନେଇ ମୃତ ଲିଜା ଙ୍କୁ ସଠିକ ଭାବେ ଚଳିବା ଖର୍ଚ୍ଚ ଦେଉ ନ ଥିବା ଚର୍ଚ୍ଚା ହେଉଛି ।  କେହି ଜଣେ ଆସି ତାଙ୍କୁ ଘରେ ହତ୍ୟା କରିଦେଇ ଫେରାର ହୋଇଯାଇଥିବାରୁ କବାଟ 

ଖୋଲା ଥିବା ସନ୍ଦେହ ସୃଷ୍ଟି ହୋଇଛି । ବର୍ତ୍ତମାନ ତାଙ୍କ ସ୍ବାମୀ ବସ ରେ ମୁନିଗୁଡା ରୁ ଆସୁଛି ବୋଲି ଫୋନ ରେ କହିଥିବା ପ୍ରକାଶ ପାଇଛି । ଏ ନେଇ ପୋଲିସ ସବିଶେଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ଥାନୀୟ ଅଞ୍ଚଳରେ ଦାବୀ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like