-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ଭାଲୁ ଆକ୍ରମଣରେ ୨ ଆହତ ଆହତ, ବୁର୍ଲା ସ୍ଥାନାନ୍ତର

24-Jul-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ଆଜି ସକାଳୁ ସକାଳୁ ବାଟଗାଁ ପଂଚାୟତର ଗଦାଧରପୁର ଗାଁରେ ନିଜ ବିଲକୁ ଚାଷ କାମରେ ଯାଇଥିବା ବେଳେ ୨ ଜଣଙ୍କୁ ଭାଲୁ ଆକ୍ରମଣ  କରିଥିବା ବନବିଭାଗ ତରଫରୁ ସୂଚନା ମିଳିଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ରେଞ୍ଜ ଅଧିନସ୍ଥ ବାଟଗାଁ ପଂଚାୟତର ଗଦାଧରପୁର ଗ୍ରାମର ରବି ବେହେରା(୫୫), ଏବଂ ସେହି ଗାଁର ସର ବେହେରା (୪୫) ଜମିକୁ ଚାଷ କାମରେ ଯାଇଥିବା ବେଳେ ସେମାନଙ୍କୁ ଗୋଟିଏ ଭାଲୁ ଆସି ଅଚାନକ ଆକ୍ରମଣ କରିିଥିଲା। ସେମାନଙ୍କୁ ଗ୍ରାମବାସୀ ଉଦ୍ଧାର କରି ସଙ୍ଗେ ସଙ୍ଗେ ନାକଟିଦେଉଳ ଡାକ୍ତରଖାନାକୁ ନେଇ ପ୍ରାଥମିକ ଚିକିତ୍ସା କରିବା ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା  ସୂଚନା ମିଳିଛି। ରବି ବେହେରାଙ୍କର ଜଙ୍ଘରେ ଗଭୀର ଆଘାତ ଲାଗିଥିବା ବେଳେ ସର ବେହେରାଙ୍କର ହାତରେ ମଧ୍ୟ ଆଘାତ ଲାଗିଥିବା ଜଣା ପଡିଛି। ବର୍ତ୍ତମାନ’ ସେମାନଙ୍କ ଅବସ୍ଥା ଠିକ୍ ଥିବା ଜଣା ପଡିଛି। ବନ ବିଭାଗ ତରଫରୁ ସେମାନଙ୍କୁ ସରକାରଙ୍କର ତରଫରୁ ଆବଶ୍ୟକ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ବାଟଗାଁ ଫରେଷ୍ଟର ଅନିଲ୍ କିସାନ୍ ପ୍ରକାଶ କରିଛନ୍ତି।
ସୂଚନା ଯୋଗ୍ୟ ଯେ କିଛି ଦିନ ତଳେ ତା୧୬/୭/୨୦୨୧ ରେ ନାକଟିଦେଉଳ ରେଞ ଅଧିନସ୍ଥ ଅଙ୍ଗାବିରା ଗ୍ରାମର ରାଜା ସ୍ୱାଇଁ ନାମକ ବ୍ୟକ୍ତି ଜଙ୍ଗଲକୁ ଯାଇଥିବା ବେଳେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କୁ ଗ୍ରାମବାସୀ ଉଦ୍ଧାର କରି ସଙ୍ଗେ ସଙ୍ଗେ ନାକଟିଦେଉଳ ଡାକ୍ତରଖାନାକୁ ନେଇଥିଲେ। ନାକଟିଦେଉଳ ରେଞର ବାଟଗାଁ ଓ ଜାମୁଜୋରି ପଂଚାୟତରେ ଭାଲୁ ଓ ହାତୀ ମାନଙ୍କର ଉପଦ୍ରବରେ ଲୋକମାନେ ଅତିଷ୍ଠ ହୋଇ ପଡିଥିବା ବେଳେ ବହୁ ଜଣଙ୍କର ଜୀବନ ମଧ୍ୟ ଯାଇଛି । ଜଙ୍ଗଲକୁ ନ ଯିବା ପାଇଁ ବନ ବିଭାଗ ବାରମ୍ବାର ସଚେତନ କରୁଥିଲେ ମଧ୍ୟ ଏଠାକାର ଜନସାଧାରଣ ମାନୁ ନ ଥିବାରୁ ହିଂସ୍ର ଜନ୍ତୁଙ୍କର ଆକ୍ରମଣର ଶିକାର ହେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like