-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||     

HOME   ରାଜ୍ୟ

ପରିଶ୍ରା ବାହାନା କରି ଦୌଡ଼ି ପଳାଉଥିବା ବେଳେ ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗେଙ୍ଗଷ୍ଟର ହାଇଦର ମୃତ

24-Jul-2021



କଟକ/ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରର ପୁଲିସ ଏନ୍‌କାଉଣ୍ଟରରେ ମୃତ୍ୟୁ ହୋଇଥିବା ସୂଚନା । ଗ୍ୟାଙ୍ଗଷ୍ଟର ହାଇଦରକୁ ପୁଲିସ ଏନକାଉଣ୍ଟର କରିଛି । କଟକ ଜିଲ୍ଲା ଚୌଦ୍ୱାର ଜେଲରୁ ମୟୂରଭଂଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ । ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା। କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା । ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

କୁଖ୍ୟାତ ଅପରାଧୀ ହାଇଦରକୁ ଆଜି ଚୌଦ୍ୱାର ଜେଲରୁ ବାରିପଦା ଜେଲ ନିଆଯାଉଥିଲା ବୋଲି କଟକ ଡିସିପି ପ୍ରତୀକ ସିଂହ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି ଯେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ଆଜି ଅପରାହ୍ନ ପ୍ରାୟ ୩ଟା ୨୦ରେ ହାଇଦର ପରିଶ୍ରା ଯିବା ପାଇଁ କଟକ ପୁଲିସର ଏସ୍କଟ  ଟିମ୍‌କୁ କହିଥିଲା । ସେଠାରୁ ସେ ସୁଯୋଗ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲା । ସୁର

କ୍ଷାକର୍ମୀଙ୍କ ଠାରୁ ବନ୍ଧୁକ ଛଡ଼ାଇବାକୁ ଉଦ୍ୟମ କରିଥିଲା । ଉପାୟ ନ ପାଇ ସୁରକ୍ଷାକର୍ମୀ ତାକୁ ଅଟକାଇବାକୁ ଗୁଳି ଚଳାଇଥିଲେ । ହାଇଦର ପେଟରେ ଗୁଳି ବାଜିଛି ବୋଲି ଡିସିପି କହିଛନ୍ତି । (ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026

You Might Also Like