-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||     

HOME   ଜିଲ୍ଲା

ଆଲବାନିୟନ ଏବଂ ଫ୍ରାନ୍ସ ଭାଷାରେ ଅନୁଦିତ ହେଲା କବି ଭବାନୀ ଶଙ୍କର ନିଆଲଙ୍କ କବିତା

24-Jul-2021



କଳାହାଣ୍ଡି (ସଂଜୀବ କୁମାର ଦାସ) :ଡକ୍ଟର ଆମ୍ବାସାଡ଼ର କବି ଭବାନୀ ଶଙ୍କର ନିଆଲଙ୍କ କବିତା ଆଲବାନୀୟନ ଏବଂ ଫ୍ରାନ୍ସ ଭାଷାରେ ଆଲବାନୀୟନ କବି ମାରଜେତା ଶଟ୍ରୋ ରାରପାଜ୍ ଅନୁଦିତ କରିଛନ୍ତି l ପ୍ରକାଶ ଥାଉ କି ଆଲବାନୀୟନ କବି ମାରଜେତା ଶଟ୍ରୋ ରାରପାଜ ଏକାଥରକେ ଜଣେ କବି, ସମ୍ପାଦକ ଏବଂ ବିଶ୍ଵସ୍ତରୀୟ ଅନୁବାଦକ ଅଟନ୍ତି l ତାଙ୍କ ଲିଖିତ ଆଠଟି କବିତା ସଂକଳନ ବିଭିନ୍ନ ଭାଷାରେ ପ୍ରକାଶିତ ହେଇଛି ଏବଂ ଅନେକ ପତ୍ର ପତ୍ରିକାର ସମ୍ପାଦିକା ଅଟନ୍ତି l ସେ ୨୦୧୯ ରେ ଆମେରିକା ସ୍ଥିତ ଆଳ ଫାନସୋ ଜି. ନ୍ୟୁକମର ପୋଏଟ୍ରି ଟ୍ରେନ୍ ଆୱାର୍ଡ ପାଇଛନ୍ତି l ସୂଚନା ଯୋଗ୍ୟ ଯେ, ଆଲବାନୀୟନ ଭାଷା ଆଲବାନିୟନ ଦେଶ ବ୍ୟତୀତ କଶୋଭା, ଉତ୍ତର ମେସୋଡୋନିଆ, ମଣ୍ଟେନେଗରୋ, ଇଟାଲୀ, ସର୍ବିଆ, କ୍ରୋସିଆ, ରୋମାନିଆ ଭଳି ପ୍ରମୁଖ ଦେଶରେ ବ୍ୟବହୃତ ହେଉଅଛି l ଉକ୍ତ ତିନୋଟି ଆଲବାନିୟନ ଏବଂ ଫ୍ରାନ୍ସ ଅନୁବାଦିତ କବିତା ସାଲଭେସନ, କିସ ଏବଂ ଦ ଳଷ୍ଟ ଷ୍ଟାର ଇଂରାଜୀରେ ଅଧ୍ୟାପକ ଗୋବିନ୍ଦ ସାହୁ ଅନୁବାଦ କରିଥିଲେ l

      ଦୀର୍ଘ ତିନି ଦଶନ୍ଧିରୁ ଉଭୟ ହିନ୍ଦୀ ଓ ଓଡ଼ିଆ କବିତାରେ ସକ୍ରିୟ ରହିବା ସହ ଏକାଧିକ ପୁସ୍ତକର ଲେଖକ ତଥା ମହୁରି ପତ୍ରିକାର ମୁଖ୍ୟ ସମ୍ପାଦକ କବି ଭବାନୀଶଙ୍କର ନିଆଲଙ୍କ କବିତା କ୍ରମାଗତ ଭାବେ ଇଂରାଜୀ, ଇଟାଲୀ, ସର୍ବିଆ, ରୁଷ, ଚୀନ,ଫ୍ରାନ୍ସ,ଆର୍ବିକ ପରେ ପୋଲିସ ଭାଷାରେ ଅନୂଦିତ ହେବା ଏକ ଗୌରବର ବିଷୟ। ଉକ୍ତ କବିତା ଗୁଡିକୁ ଇଂରାଜୀରେ ଅଧ୍ୟାପକ ବଙ୍କିମ ମୁଣ୍ଡ ଏବଂ ଗୋବିନ୍ଦ ସାହୁ,ଇଟାଲୀରେ କବି ଇମାନୁଏଲା ରିଜୋ,ସର୍ବିଆରେ ପ୍ରଖ୍ୟାତ କବି ତଥା ଅଧ୍ୟାପିକା ସୋଭା ସୋଭକା ସୋଭିକ,ଚୀନ ଭାଷାରେ କବି ଲାଉ ଫୁ, ରୁଷ ଭାଷାରେ ପ୍ରଖ୍ୟାତ ରୁଷ ଲେଖିକା ଏଲିନା ଡାନିସିନା ଏବଂ ଫ୍ରାନ୍ସ ଭାଷାରେ ଫ୍ରାନ୍ସସିୟ କବି ତଥା ଚୀନ ଭାଷା ଓ ସଂସ୍କୃତିର ବିଦ୍ୱାନ ଏଲିଜା ବେଥ ପ୍ଲେନାଟୋ କରିଥିବା ବେଳେ ପୋଲିସ ଭାଷାରେ ପ୍ରସିଦ୍ଧ ପୋଲାଣ୍ଡ କବି ଜିଜନିଉ ମାଇରୋସ୍ଲୋୱସ୍କି ଏବଂ ଆର୍ବିକ ଭାଷାରେ ପ୍ରସିଦ୍ଧ ଆର୍ବିକ କବି ତଥା ଲେଖକ ମହମ୍ମଦ ହେଲ୍ମୀ ଅଲ୍ ରିଶା ଅନୁବାଦ କରିଛନ୍ତି । କବିଙ୍କ ଏହି ସଫଳତାରେ ରାଜ୍ୟର ବିଭିନ୍ନ ମହଳରୁ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026

You Might Also Like