-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

ରାସ୍ତା ମଝିରେ ଆଣ୍ଠୁଏ ପାଣି, ଯାତାୟାତରେ ବାଧାପ୍ରାପ୍ତ

24-Jul-2021



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ ): ଟାଏ ଟାଏ ଗ୍ରୀଷ୍ମପ୍ରବାହ ରେ ବି ରାସ୍ତାରେ ଜମିରୁହେ ଆଣ୍ଠୁଏ ପାଣି । ରାସ୍ତା ପାର ହେବାକୁ ହେଲେ ପହଁରି ପହଁରି ଯିବାକୁ ହୁଏ ଲୋକଙ୍କୁ l ଏବେ ପୁଣି ବର୍ଷା ଦିନ, ପରିସ୍ଥିତି ଅସମ୍ଭାଳ। ହେଲେ ପ୍ରଶାସନ ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟିଛି।ବାରମ୍ବାର ଗାଁ ଲୋକ ଅଭିଯୋଗ କଲେ ବି ଖାତିର ନାହିଁ।ଏଭଳି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ବଡ଼ଘୁମର ଗାଁ ରୁ । ଗାଁ ମୁଣ୍ଡରୁ ପାର ଯାଏ ସବୁଠି ଜମି ରହିଛି  l ମଝିରାସ୍ତା ପାଣି ,ଏହି ଆର. ଡି ରାସ୍ତା ଦେଇ  ପୂର୍ବ ରେ ବୋଡେ଼ନ ଓ ଧର୍ମଗଡ଼ ଯିବା ସହ ପଶ୍ଚିମ ଭାଗରେ ପର୍ଲା ଭଳି ଗୁରୁତ୍ୱପୂର୍ଣ୍ଣ ସରକାରୀ ଅଫିସ ସହ ଡାକ୍ତରଖାନା ଯିବାକୁ ହୁଏ

ତେବେ ୨୦୧୧ ମସିହା ବେଳକୁ ଏହି ଆର. ଡ଼ି ରାସ୍ତାକୁ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ସାମିଲ କରାଯାଇ ରାସ୍ତା ନିର୍ମାଣ ହୋଇଥିଲା । ତେବେ ନିମ୍ନମାନର କାମ ସାଙ୍ଗକୁ ପାଣି ନିଷ୍କାସନ ବ୍ୟବସ୍ଥା କରାଯାଇ ନଥିବା ଯୋଗୁଁ ରାସ୍ତା ବିପର୍ଯ୍ୟସ୍ତ ହେବାକୁ ବସିଥିଲା । ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ପାଣି ଜମି ରହିଛି।ଏପରି କି ଯାତାୟତରେ ବାଧାପ୍ରାପ୍ତ ହେବା ସାଂଗେ ଲୋକେ ନାନା ପ୍ରକାର ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ଦେଖାଯାଇଛି ।ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି । ଅନ୍ୟପଟେ ଯୁଦ୍ଧକାଳୀନ ପରିସ୍ଥିତିରେ ରାସ୍ତା ନିର୍ମାଣ କରା ନଗଲେ ଆନ୍ଦୋଳନ ତିବ୍ରତାର କରାଯିବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like