-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ନେଇ ମନ୍ତ୍ରୀଙ୍କୁ ବିରୋଧ କରି ବହୁ ଯୁବକ ଗିରଫ

24-Jul-2021



ସଇଁତଳା (ପ୍ରେରଣା ଖବର) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଶ୍ଚମ ଓଡ଼ିଶାକୁ ସମ୍ପୂର୍ଣ୍ଣ ଅବହେଳା ସହ ଅର୍ଥ ଆଦାୟ କରି ହିତାଧିକାରୀ ଯୋଜନାରେ ସାମିଲ କରିବା, କାର୍ଯ୍ୟାଦେଶ ବଣ୍ଟନ କରିଦେଇ କିସ୍ତି ଆକାର ରେ ଟଙ୍କା ସଠିକ ଭାବେ  ଟଙ୍କା ଲାଞ୍ଚ ନ ଦେଲେ ଗୃହ ନିର୍ମାଣ ବନ୍ଦ ରହିବା ନେଇ କୋଶଲ ସ୍ୱାଭିମାନ ତରଫରୁ ପଦଯାତ୍ରା ଆରମ୍ଭ କରାଯାଇଛି । ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଭୁବନେଶ୍ୱରରୁ ଫେରୁଥିବା ବେଳେ ସଇଁତଲା ନିକଟସ୍ଥ ବରଗାଁ ଛକରେ କୋଶଲ ସ୍ୱାଭିମାନ ଯାତ୍ରାର ପଦଯାତ୍ରୀ କୋଶଲ ସେନା ତାଙ୍କୁ ଅଟକେଇ ଘେରାଉ କରିଥିବା ସହ ବିରୋଧ ପ୍ରଦର୍ଶନ କରିଥିଲେ । ଉତେଜନା ସୃଷ୍ଟି ହୋଇଥିବା ବେଳେ  ସଇଁନ୍ତଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘେରାଉରେ ସାମିଲ୍‌ ଥିବା କୋଶଲ ସେନା ସଦସ୍ୟଙ୍କୁ ଗିରଫ କରିଥିବା ସୂଚନା ମିଳିଛି  । ଆବାସ ଯୋଜନାରେ କୋଶଳାଞ୍ଚଳକୁ ଅବହେଳା କରାଯାଉଥିବା ପ୍ରତିବାଦରେ କୋଶଳ ସ୍ୱାଭିମାନ ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିବା ବେଳେ ଗତକାଲି ଠାରୁ ଭବାନୀପାଟଣାରୁ ବରଗଡ଼ ଜିଲ୍ଲା ପର୍ଯ୍ୟନ୍ତ କୋଶଲ ଯୁବ ସମନ୍ୱୟ ସମିତି ପକ୍ଷରୁ ପଦଯାତ୍ରା ଆରମ୍ଭ ହୋଇଥିବା ବେଳେ ଆଜି ସଇଁନ୍ତଲା ପର୍ଯ୍ୟନ୍ତ ପହଞ୍ଚି ଥିଲା । ସୂଚନା ଅନୁସାରେ କୋଶଲ ସେନା ପଦଯାତ୍ରାରେ ଆସୁଥିବା ବେଳେ ମନ୍ତ୍ରୀଙ୍କୁ ବରଗାଁ ଛକରେ ଅଟକେଇ ବିରୋଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like