-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
29-Oct-2020
ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭା ଶୀତକାଳୀନ ଅଧିବେଶନ। ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ ଚାଲିଛି। ଡିସେମ୍ବର ପୂର୍ବରୁ ଆଉ ୪୦ ଦିନର ବସିବାକୁ ବାକି ରହିଛି। କେବେ ବସିବ ଓ କଣ ରହିବ ରୂପରେଖ ସେ ନେଇ ରାଜ୍ୟପାଳଙ୍କ ନିଷ୍ପତି ଅପେକ୍ଷା। ରାଜ୍ୟପାଳଙ୍କ ନିଷ୍ପତି ପରେ ୪୦ ଦିନର କ୍ୟାଲେଣ୍ଡର ପ୍ରସ୍ତୁତ କରାଯିବ ବୋଲି କହିଲେ ବାଚସ୍ପତି।