-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ସମାଜସେବୀ ସଞ୍ଜୟ ସାହୁଙ୍କ ମା ସାବିତ୍ରୀ ଦେବୀଙ୍କ ବିୟୋଗ

25-Jul-2021



ଟିଟିଲାଗଡ(ପ୍ରେରଣା ଖବର) : ଟିଟିଲାଗଡ଼ ରଘୁନାଥ ପଡ଼ା  ଅଶୋକ ଭବନରେ  ବିଶିଷ୍ଟ ବ୍ୟବସାୟୀ,ସମାଜସେବୀ ତଥା ଲାୟନ୍ସ କ୍ଲବର ପିଏମସିସି ସଦସ୍ୟ ସଞ୍ଜୟ ସାହୁଙ୍କ ମାତା ସାବିତ୍ରୀ ସାହୁଙ୍କ ୮୬ ବର୍ଷ ବୟସରେ ପରଲୋକ ଘଟିଛି । ସେ ଜଣେ ଧର୍ମ ପରାୟଣ ମହିଳା ଥିଲେ । କିଛି ଦିନ ହେବ ସାବିତ୍ରୀ ଦେବୀଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ନ ଥିଲା, ଶୁକ୍ରବାର ସକାଳୁ ତାଙ୍କର ଦେହାନ୍ତ ହୋଇଛି । ତାଙ୍କର ମୃତ୍ୟୁ ସମୟରେ ବଡ଼ ପୁଅ ସଞ୍ଜୟ ସାହୁ, ମଝିଆ ପୁଅ ଉଦୟ ସାହୁ, ସାନ ପୁଅ ଅରବିନ୍ଦ ସାହୁ ଉପସ୍ଥିତ ଥିଲେ ।

ଏହି ଖବର ପ୍ରଚାରିତ ହେବା ପରେ ତାଙ୍କ ବାସଭବନରେ ଲାୟନସ କ୍କବର ସଦସ୍ୟ, ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ମାନେ ଜମା ହୋଇଥିଲେ। ସ୍ବର୍ଗ ରଥରେ ପାର୍ଥିବ ଶରୀରକୁ ହାଟପଦା ପଡ଼ା ମୁକ୍ତି ଧାମକୁ ଅଣା ଯାଇଥିଲା। ଏହି ଅନ୍ତିମ ସଂସ୍କାରରେ ସାହୁ ପରିବାରର ପ୍ରଭାସସାହୁ, ସୌରଭସାହୁ, ସୁମିତ ସାହୁ, ନାତି ଅକ୍ଷାରାଜ ସାହୁଙ୍କ ସମେତ ଲାୟନସ କ୍ଳବର୍ ୱାଇପିଗୋୟଲ, ସଜ୍ଜନ କମାନି, ଈଶ୍ୱର ଜୈନ, ମଦନ ପୃଷ୍ଟି, ସଞ୍ଜୟ କୁମାର ନାୟକ, ଶ୍ରୀକାନ୍ତ ଅଗ୍ରୱାଲ, ରାଧାକାନ୍ତ ବେହେରା, ଶମ୍ଭୁ ପ୍ରସାଦ ଗୋୟଲ, ସତ୍ୟନାରାୟଣ ଶର୍ମା, ଗୋପାଳ ଲାଠ, ରତ୍ନାକର ସାହୁ, ଭି ଏସ ରାଓ, ଡ ଘନଶ୍ୟାମ ଜୈନ, ଡ ଏଲ ଡି ଶର୍ମା, ଅସୀମ କୁଣ୍ଡୁ, ଦୀପକ୍ ପୃଷ୍ଟି ଉପସ୍ଥିତ ଥିବା ବେଳେ ସମାଜସେବୀ ରାଜୁ ମିଶ୍ର, ସନ୍ତୋଷ ପ୍ରଧାନ, ରୋଟାରୀ କ୍ଳବ ମୁଖ୍ୟ ହରିଶ୍ ରାୟଠଟା ଉପସ୍ଥିତ ଥିଲେ। ମୁଖାଗ୍ନି ଦେଇଥିଲେ ସାନ ପୁଅ ଅରବିନ୍ଦ ସାହୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like