-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଅପରାଧ

ଗଞ୍ଜେଇ ଭର୍ତ୍ତି ଅଟୋସହ ଗୋଟିଏ ବାଇକ୍‌ ଜବତ, ୪ ଜଣ ଗଞ୍ଜେଇ ମାଫିଆ ଗିରଫ

25-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):ଗଞ୍ଜେଇ ଚୋରାଚାଲାଣ ବେଳେ ବାଲିଗୁଡ଼ା ପୋଲିସ୍‌ ପକ୍ଷରୁ ଚଢ଼ାଉ କରି ୪୫କେଜି ୩୦୦ଗ୍ରାମ୍‌ ଗଞ୍ଜେଇ ସହ ଗୋଟିଏ ଅଟୋ ଓ ଗୋଟିଏ ମୋଟରସାଇକେଲ ଜବତ କରାଯାଇଛି । ଘଟଣାରେ ଚାରିଜଣ ମାଫିଆଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି ପୋଲିସ୍‌ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଦୁଇ(୨) ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ଦିନକୁଦିନ ଗଞ୍ଜେଇ ଚୋରାଚାଲାଣ ବୃଦ୍ଧି ପାଇବାସହ ଅଞ୍ଚଳରେ ଅପରାଧିକ କାର୍ଯ୍ୟକଳାପ ମଧ୍ୟ ବଢ଼ିବାରେ ଲାଗିଛି । ଘଟଣାକୁ ଦୃଷ୍ଟିରେ ରଖି ବାଲିଗୁଡ଼ା ଅଞ୍ଚଳରେ ପୋଲିସ୍‌ ସଜାଗ ରହିଛି । ଏଥିସହିତ ପୋଲିସ୍‌ ପକ୍ଷରୁ ପେଟ୍ରୋଲିଂ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି । ସବ୍‌ଇନ୍ସପେକ୍ଟର ଶାନ୍ତନୁ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପାଟ୍ରୋଲିଂ ଚାଲିଥିବା ବେଳେ ବାଲିଗୁଡ଼ା ଥାନା ବିରାଗୁଡ଼ା ଛକ ନିକଟରେ ଗଞ୍ଜେଇ ଭର୍ତ୍ତି ଅଟୋ କୁ ଅନ୍ୟ ଏକ ମୋଟରସାଇକେଲ ସୁରକ୍ଷା ଦେଇ ଯିବାବେଳେ ଉଭୟଙ୍କୁ କାବୁ କରିଥିଲା ପୋଲିସ୍‌ । ଗଞ୍ଜେଇ ଭର୍ତ୍ତି ଅଟୋ ଓ ମୋଟରସାଇକେଲ କୁ ଜବତ କରିବାସହ ଚାରି ଜଣଙ୍କୁ ଗିରଫ କରିଛି ପୋଲିସ୍‌ । ଗିରଫ ଚାରିଜଣଙ୍କ ମଧ୍ୟରେ କଟକ ମଧୁପାଟଣା ଅଞ୍ଚଳର ବେଣୁଧର ସେଠୀ ଓ ବିଦ୍ୟାଭୂଷଣ ଦାସ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ମଧ୍ୟରୁ କଟକ ଚୌଦ୍ୱାର ଅଞ୍ଚଳର ଗଦାଧର ପଣ୍ଡା ଓ ନୟାଗଡ଼ ଖଣ୍ଡପଡ଼ା ଅଞ୍ଚଳର କାଳନ୍ଦୀ ସ୍ୱାଇଁ ହୋଇଥିବା ପୋଲିସ୍‌ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like