-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

ଗୁରୁ ପୂର୍ଣ୍ଣିମାରେ ଶିକ୍ଷକ ଦେଲେ ଏକ ଅଭିନବ ବାର୍ତ୍ତା

25-Jul-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ): ଗତକାଲି ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅର୍ନ୍ତଗତ ଆଞ୍ଚଳିକ ଉଚ୍ଚ ବିଦ୍ୟାପୀଠ, କେନଝିରିଆପାଲି ହାଇସ୍କୁଲଠାରେ ପ୍ରଧାନ ଶିକ୍ଷକ ବ୍ରଜମୋହନ ବାରିକଙ୍କ ଉପସ୍ଥିତିରେ ସ୍କୁଲ ପରିସରର ପରିବେଶକୁ ସୁନ୍ଦର ରଖିବା ପାଇଁ ବୃକ୍ଷରୋପଣ କରି ତାର ଯତ୍ନ ନେବାକୁ ନେଇ ଏକ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି॥କାର୍ଯ୍ଯକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ ଯଥା ଦିନବନ୍ଧୁ ପ୍ରଧାନ,ଜଗଦିଶ ପଧାନ,ଜୀବର୍ଦ୍ଦନ ରଣା,ପ୍ରମୋଦ ପାତ୍ର,ସୁରେନ୍ଦ୍ର ପଧାନ,ମୀନକେତନ ରଣା,ସତ୍ୟନାରାୟଣ ରାଜହଂସ,ଗୌରୀଶଙ୍କର ପୂଜାହାରୀଙ୍କ ସମେତ ସ୍କୁଲର ଅନ୍ଯାନ୍ୟ ସଦସ୍ୟ ଚିତ୍ତରଞ୍ଜନ ପଧାନ,ସରୋଜ ଭୂକ୍ତା,

ସିଦ୍ଧେଶ୍ୱର ମେଣ୍ତିଲି ପ୍ରମୁଖ ଉପସ୍ଥିତ ରହି ଗୁରୁପୂର୍ଣ୍ଣିମା ଦିବସରେ ଗୋଟିଏ ଗୋଟିଏ ଗଛ ଲଗାଇ  ତାର ଯତ୍ନ ନେବାକୁ ସମଗ୍ର ଛାତ୍ରସମାଜକୁ ଆହ୍ୱାନ ଜଣେଇଛନ୍ତି।ଗୁରୁପୂର୍ଣ୍ଣିମାରେ ଶିକ୍ଷକଙ୍କମାନଙ୍କର ଏହି ମହାନ ବାର୍ତ୍ତାକୁ ନେଇ ଅଞ୍ଚଳର ବୁଦ୍ଧିଜୀବୀମାନେ ଭୂୟସୀ ପ୍ରଂଶସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like