-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ  ଶାସ୍ତ୍ରୀୟ ସଙ୍ଗୀତ ଓ ଭାବ ସଙ୍ଗୀତ କାର୍ଯ୍ୟକ୍ରମ

25-Jul-2021



ପବିତ୍ର ଗୁରୁ ପୂର୍ଣ୍ଣିମା ଅବସରରେ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ତଥା ଗୁରୁଶ୍ରୀ ଶୁଭ୍ରାଂଶୁ ଶେଖର ମିଶ୍ର ଙ୍କ ବାସଭବନ ରେ ଏକ  ଶାସ୍ତ୍ରୀୟ ସଙ୍ଗୀତ ଓ ଭାବ ସଙ୍ଗୀତ ର କାର୍ଯ୍ୟକ୍ରମର ବୈଠକ ଅନୁଷ୍ଠିତ ହେଇଯାଇଛି । ପ୍ରଥମେ ବନାରସ ଘରାନା ର ପ୍ରସିଦ୍ଧ ଗୁରୁ ତଥା ଶାସ୍ତ୍ରୀୟ ସଙ୍ଗୀତଜ୍ଞ ପଣ୍ଡିତ ରାମାଶ୍ରେ ଝା ଙ୍କ ଫଟୋଚିତ୍ର ରେ ଫୁଲ ନୈବେଦ୍ୟ ଦେଇ ପୂଜା କରାଯାଇଥିଲା ଓ ଗୁରୁ ବନ୍ଦନା,ରାଗ ନଟ୍ ଭୈରବ, ରାଗ ଭୈରବୀ ରେ ମୀରା ଭଜନ ଗାନ କରାଯାଇଥିଲା । ପରେ ଶିଷ୍ୟ ମାନେ ଗୁରୁ  ଶିଷ୍ୟ ପରମ୍ପରା ଅନୁସାରେ ଗୁରୁ ଶ୍ରୀ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କୁ ପୂଜା କରିଥିଲେ ।  ସନ୍ଧ୍ୟାରେ ଗୁଗୁଲ  ମିଟ୍ ରେ ଏକ ଶାସ୍ତ୍ରୀୟ ସଙ୍ଗୀତ ବୈଠକ ଅନୁଷ୍ଠିତ ହୋଇଥିଲା ।  ଏଥିରେ ଗୁରୁଜୀ ଶ୍ରୀ ଶୁଭାଂଶୁ ଶେଖର ମିଶ୍ର  ସରସ୍ବତୀ ବନ୍ଦନା ଗାନ କରିଥିଲେ ପରେ ଆକାଶ ବିଶ୍ବାଳ,ଆର୍ଯ୍ୟ ଆଦ୍ୟାଶକ୍ତି, ଅନ୍ବେଷା ବାଗ, ଅନ୍ତରା ପଟ୍ଟନାୟକ, କାଲିଆରାମ ସାହୁ, ଶିବାନୀ,ଦେବୀ ପ୍ରସାଦ ବାଗ, ସଂଜୟ,ଆଲୋକ, ତନ୍ମୟ ତ୍ରିପାଠୀ ପ୍ରମୁଖ ହିନ୍ଦୀ, କୋଶଲୀ, ଓଡ଼ିଆ ଭଜନ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମର ଶେଷରେ ରାଗ ଦରବାରି କାନାଡା ଶ୍ରୀ ମିଶ୍ର ଗାଇଥିବା ବେଳେ ତାଙ୍କୁ କଣ୍ଠ ସଙ୍ଗୀତରେ ସହଯୋଗ

କରିଥିଲେ ଦେବାଶିଷ ଦେଶୀନାୟକ, ଆକାଶ ବିଶ୍ବାଳ, ଗଣେଶ ବାରିକ୍ ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗୀର, ଭବାନୀପାଟଣା ପାଟଣାଗଡ଼ ସୋନପୁର ତଥା ଅନ୍ୟାନ୍ୟ ସ୍ଥାନର ସଙ୍ଗୀତ ପ୍ରେମୀ ଯୋଗ ଦେଇଥିଲେ ।  କାର୍ଯ୍ୟକ୍ରମକୁ ସତ୍ୟ ସେଠ, ଗୋବିନ୍ଦ ବାଗ,ଗୋପେଶ ବାଗ, ଗଣେଶ ବାରିକ୍, ସ୍ମୃତି ମିଶ୍ର  ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like