-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||     

HOME   ଅପରାଧ

ମୋବାଇଲ୍ ଦୋକାନୀ ରାଜା ର ନିଖୋଜ ମାମଲା ରୁ ପରଦା ହଟାଇଲା ବୌଦ୍ଧ ପୁଲିସ - 2 ଗିରଫ

29-Oct-2020



ବୌଦ୍ଧ,୨୮/୧୦ ପ୍ରେରଣା ଖବର) – ଗତ ୧୧ ତାରିଖ ଠାରୁ ନିଖୋଜ ଥିବା ମୋବାଇଲ ଦୋକାନୀ ରାଜା ଓରଫ୍‌ ପ୍ରମୋଦ ପ୍ରସାଦଙ୍କ ନିଖୋଜ ମାମଲା ଉପରୁ ପରଦା ହଟାଇବାରେ ବୌଦ୍ଧ ପୋଲିସକୁ ସଫଳତା ମିଳିଛି । ରାଜା ହତ୍ୟାକାଣ୍ଡ ସମ୍ପର୍କରେ ଏସପି ଭି ରଘୁନାଥ ରାଓ ଜିଲ୍ଲା ପୋଲିସ୍‌ କାର୍ଯ୍ୟାଳୟର ସଭାଗୃହ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏ ମାମଲାରେ ବୌଦ୍ଧ ସହର ପୋଡାପଡା ସାହିର ମିଲନ ପାତ୍ର ଓ ଅଭିଷେକ ସାହାଣି ନାମକ ଦୁଇ ଜଣ ଯୁବକଙ୍କୁ ବୌଦ୍ଧ ଆଦର୍ଶ ଥାନା ପୋଲିସ୍‌ ଗିରଫ କରିଛି ।ପୋଲିସ୍‌ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଅଭିଯୁକ୍ତ ମିଲନକୁ ଗୋଟିଏ ମାଉଜର୍‌ ଯୋଗାଇ ଦେବା ପାଇଁ ରାଜା ୩୫ ହଜାର ଟଙ୍କା ନେଇଥିଲା । ରାଜା ଦୀର୍ଘ ଦିନ ଧରି ମିଲନକୁ ମାଉଜର୍‌ ଦେଇନଥିଲା କି ଟଙ୍କା ଫେରାଇ ନଥିଲା । ସେଥିପାଇଁ ତାକୁ ଯୋଜନାବଦ୍ଧ ଭାବରେ ହତ୍ୟା କରିବା ପାଇଁ ମିଲନ ଚାହିଁଥିଲା ।
ଗତ ୧୧ ତାରିଖ ଦିନ ସନ୍ଧ୍ୟା ପ୍ରାୟ ୬ ଘଣ୍ଟା ସମୟରେ ଅଭିଷେକ ସାହାଣିଙ୍କ ମୋବାଇଲରୁ ରାଜାକୁ ଡକାଇ ପୋଡାପଡା ଠାରେ ଥିବା ମିଳନର ଜିମ ଉପରକୁ କଥାବାର୍ତ୍ତା ହେବା ପାଇଁ ମିଲନ ନେଇଥିଲା । ଉପର ମହଲା ଛାତରେ ସନ୍ଧ୍ୟା ପ୍ରାୟ ଘ ୭. ୩୦ ମିନିଟ ସମୟରେ ରାଜାର ବାମ ପାର୍ଶ୍ୱ ପେଟକୁ ଛୁରୀ ମାରିଥିଲା । ଫଳରେ ରାଜା ସେଠାରେ ବସି ପଡିଥିଲା ତାପରେ ମିଲନ ତା ତଣ୍ଟିକୁ ଧରି ଚିପି ଦେଇ ହତ୍ୟା କରିଥିବା ଏସ.ପି. ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026

You Might Also Like