-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ୟୁଥ ଅକ୍ସନ କମିଟି ର ବୈଠକ : କୋଶଳ ସ୍ୱାଭିମାନ ପଦଯାତ୍ରା ଉପରେ ବିଚାର ମନ୍ଥନ

25-Jul-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ସନ୍ଧ୍ୟା ୫ ଟା ସମୟରେ ବଲାଙ୍ଗୀର ୟୁଥ ଅକ୍ସନ କମିଟି କାର୍ଯ୍ୟାଳୟରେ ସଭାପତି ଶ୍ରୀ ବିନୋଦ କୁମାର କାଲସାଏଙ୍କ ନେତୃତ୍ବରେ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଶ୍ଚିମ ଓଡ଼ିଶା ପ୍ରତି ହୋଇଥିବା ଅନ୍ୟାୟ ପାଇଁ କୋସଲ ସ୍ବାଭିମାନ ପଦଯାତ୍ରା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେନ୍ଦ୍ର ସରକାର ୮ଲକ୍ଷ ୧୭ ହଜାର ଘର ଦେଇଥିବା ବେଳେ ରାଜ୍ୟ ସରକାର ପଶ୍ଚିମ ଓଡ଼ିଶା କୁ ୧୭୦୦ ଘର‌ ପ୍ରଦାନ କରିବା  ଓ ପଶ୍ଚିମ ଓଡ଼ିଶା ର ଅନେକ ଜିଲ୍ଲା କୁ ଆବାସ ଯୋଜନାରେ ବିଲକୁଲ ସାମିଲ ନ‌ କରିବା ଏହା ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରୁଥିବା ବାରି ହୋଇ ପଡ଼ୁଛି ଓ ଏହାକୁ ଦୃଢ଼ ନିନ୍ଦା କରାଯାଉଛି ଏବଂ କୋସଲ ଯୁବ ସମନ୍ୱୟ ସମିତି ପକ୍ଷରୁ ହେଉଥିବା କୋସଲ ସ୍ବାଭିମାନ ପଦଯାତ୍ରା କୁ ପୂର୍ଣ୍ଣ ସମର୍ଥନ କରିବା ସହ ବଲାଙ୍ଗୀର ରେ ସ୍ବାଗତ କରିବା ପାଇଁ ନିଷ୍ପତ୍ତି କରାଗଲା । ଆଜିର ଏହି ବୈଠକରେ ସଭାପତି ବିନୋଦ କୁମାର କାଲସାଏ,ରିଲୁ ରଥ, ରବି ଖମାରୀ, ପ୍ରଶାନ୍ତ ନାୟକ,ସୁମେସ ଡାଙ୍ଗ,ବଣ୍ଟୁ ବଗର୍ତ୍ତୀ, ରାଜେନ୍ଦ୍ର ସେଠୀ, ଶ୍ୟାମସୁନ୍ଦର ଗହିର,ରାଧୁ ଦିପ, ବିବେକ କୁମାର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like