-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

ଡାକ୍ତର ଙ୍କ ଅବହେଳା ଯୋଗୁ ଚାଲିଗଲା ନିରୀହ ଶିଶୁର ଜୀବନ

25-Jul-2021



କୋଦଳା (ଉମା ମହାରଣା) : -ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନଗର ଥାନା ଅନ୍ତର୍ଗତ ଖୋଜାପୋଲି ଗ୍ରାମରେ ଆଜି ସନ୍ଧ୍ୟା ସମୟରେ କାର ଧକାରେ ଜଣେ 5ବର୍ଷ ରେ ଶିଶୁ ରାହୁଲ ଦଳାଇ ର ମୁର୍ତ୍ୟୁ ହୋଇଛି ପ୍ରକାଶ ଥାଉକି ଆଜି ସନ୍ଧ୍ୟା ସମୟ ରେ ରାହୁଲ ଓ ତା ମା ମାମୁ ଘରକୁ ଭୋଜି ଖାଇବାପାଇଁ ବିରିବାଟିୟା ଯାଇଥିଲେ ଆଜି ସନ୍ଧ୍ୟା ରେ ନିଜ ଗ୍ରାମ ଖୋଜାପୋଲି ଗ୍ରାମକୁ ଫେରି ଅଟୋ ଵାଲା କୁ ମା ଟଙ୍କା ଦେଉଥିବା ସମୟରେ ପୁଅ ରାହୁଲ ରୋଡ଼ ସାଇଡ କୁ ପଳାଇଯାଇଥିଲା ଯାହା ଫଳରେ କୋଦଳା ଠାରୁ କବିସୂର୍ଯ୍ୟନଗର ଅଭିମୁଖେ ଯାଉଥିବା ORO1T8383କାର ଟି ଧକା ଦେଇଥିଲା ଗୁରୁତର ଅବସ୍ଥା ରେ ସେହି କାର ରେ କୋଦଳା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର କୁ ଅଣା ଯାଇଥିଲା ସେଇଠାରେ ଡାକ୍ତର ତାକୁ ମୂର୍ତ୍ତୁ ଘୋଷଣା କରିଥିଲେ ପରେ ପରିବାର ଲୋକ ନିଜ ଗ୍ରାମ କୁ ନେଇ ଯାଇଥିଲେ ଓ ଖୋଜା ପୋଲି ଗ୍ରାମରେ ରାସ୍ତାରୋକ କରିଥିଲେ କିଛି ସମୟ ପରେ ପିଲା ଚେତା ଫେରିଥିଲା ଓ ପୁଣି କୋଦଳା ମେଡିକାଲ କୁ ଆଣିଥିଲେ

ପୁଣି ଡାକ୍ତର ମୂର୍ତ୍ତୁ ହୋଇଥିବା କହିଥିଲେ ହେଲେ ଡାକ୍ତର ମୁର୍ତ୍ୟୁ ଘୋଷଣା କରିବା ପରେ କେମିତି ପିଲା ବଞ୍ଚି ଥିଲା ନାଁ ଡାକ୍ତର ଠିକସେ ଦେଖିନଥିଲେ ଏମିତି ଅଭିଯୋଗ କରିଛନ୍ତି ପରିବାର ଲୋକେ ଓ କିଛି ସମୟ ପାଇଁ ମେଡିକାଲ ପରି ସରରେ ଉତେଜନା ଦେଖା ଦେଇଥିଲା ଘଟଣା ସ୍ଥଳରେ କୋଦଳା ପୋଲିସ ପହଂଚି ବୁଝା ସୁଝା କରିଥିଲେ ଏହି ପରି କୋଦଳା ଗୋଷ୍ଠି ସ୍ଵାସ୍ତ୍ୟ କେନ୍ଦ୍ର ରେ ଡାକ୍ତର ଙ୍କ ଅବହେଳା ଯୋଗୁ ନିରୀହ ଲୋକଙ୍କ ଅକାଳ ରେ ଜୀବନ ଚାଲିଯାଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like