-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ଆଲୋଚନାଚକ୍ର ଅନୁଷ୍ଠିତ

25-Jul-2021



ବଲାଙ୍ଗୀର(ପ୍ରେରଣା ଖବର) : ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ବିଜ୍ଞାନ, ଗଣିତ, ପରିବେଶ ପ୍ରଦର୍ଶନୀ ତଥା ବିଜ୍ଞାନ ଆଲୋଚନାଚକ୍ର ଭର୍ଚୁଆଲ ମୋଡ଼ ରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୁବ ଚରଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଜିଲ୍ଲା ବିଜ୍ଞାନ ତତ୍ତ୍ୱାବଧାରକ ଶ୍ରୀଯୁକ୍ତ ସରୋଜ କୁମାର ନାୟକ କାର୍ଯକ୍ରମ କୁ ପରିଚାଳନା କରିବା ସହ ଆଜିର ଯୁଗରେ ବିଜ୍ଞାନ ର ଉପାଦେୟତା ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ବିଜ୍ଞାନ କମିଟି ର ମୁଖ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ସନାତନ ଠାକୁର , ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ କେଶବ ମେହେର , ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀମତୀ Santosini Sethi, ବଲାଙ୍ଗୀର ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଘବ ପାଣିଗ୍ରାହୀ ଅତିଥି ଭାବେ ଯୋଗଦେଇ ବିଜ୍ଞାନ, ଗଣିତ ଏବଂ ପରିବେଶ ସମ୍ପର୍କରେ ସମ୍ୟକ୍ ଦିଗଦର୍ଶନ ଦେଇଥିଲେ । ବିଚାରକ ଭାବେ ସୋନପୁର ମହାବିଦ୍ୟାଳୟ ର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରାଧ୍ୟାପକ ତରୁଣ କୁମାର ମିଶ୍ର , ଡ. ବି.ଏନ. ଶ୍ରୀକାନ୍ତ , ରୋତ୍ ମହାବିଦ୍ୟାଳୟ ର ଅଧ୍ୟାପକ ଗତିକୃଷ୍ଣ ଯୋଶୀ ଓ ଅଧ୍ୟାପକ ରାଧେଶ୍ୟାମ ଯୋଶୀ ଯୋଗଦେଇ ଥିଲେ । ବିଜ୍ଞାନ ମେଳା ର ମୁଖ୍ୟ ବିଷୟ ' ପ୍ରଯୁକ୍ତି ବିଦ୍ୟା ଓ ଖେଳନା ' ତଥା ପାଞ୍ଚୋଟି ଉପ ବିଷୟ କୁ ଭିତ୍ତି କରି ଶିଶୁ ବିଜ୍ଞାନୀ ମାନେ ପ୍ରକଳ୍ପ ପ୍ରସ୍ତୁତି କରିଥିଲେ । ରାଜ୍ୟସ୍ତରୀୟ ବିଜ୍ଞାନ ମେଳା କୁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଆଇଁଳା ଚୁଆଁ ର ପ୍ରିୟା ନନ୍ଦ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଉଦେପୂର୍ ର ସ୍ନେହ କୁମ୍ଭାର , ବିନୋବା ଉଚ୍ଚ ବିଦ୍ୟାଳୟ ,ଛତାମଖନା ର ବିଜୟ ଲକ୍ଷ୍ମୀ ମିଶ୍ର , ଓଡ଼ିଶା ଆଦର୍ଶ ବିଦ୍ୟାଳୟ , ଭାଲୁମୁଣ୍ଡା ର ସଞ୍ଜନା ମେହେର , ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ନ ଗାଁ (ଖ) ର ମୌସୁମୀ ରାଣୀ ପ୍ରଧାନ ମନୋନୀତ ହୋଇଛନ୍ତି । ବିଜ୍ଞାନ ଆଲୋଚନାଚକ୍ର ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ , ପଥରଚେପା , ବଲାଙ୍ଗୀର ଓମ୍ ଅମୃତ ମହାନ୍ତି ରାଜ୍ୟ ସ୍ତର କୁ ମନୋନୀତ ହୋଇଛନ୍ତି । ଏହି କାର୍ଯକ୍ରମ କୁ ଶିକ୍ଷକ ନୀଳମଣି ପଟେଲ, ଶିବ ପ୍ରସାଦ ତ୍ରିପାଠୀ, ଆନନ୍ଦ ବଡ଼ପଣ୍ଡା, ଅଶ୍ଵିନୀ ଷଡ଼ଙ୍ଗୀ, ଅନିଲ ନନ୍ଦ, ବିଶ୍ୱଜିତ୍ ପ୍ରଧାନ, ସୁନିଲ କୁମାର ବେହେରା ଓ କରୁଣା ଶା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like