-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||      ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   (15-Mar-2026)       ||      ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   (15-Mar-2026)       ||      ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   (15-Mar-2026)       ||     

HOME   ଜିଲ୍ଲା

ଜିଲ୍ଲା ବଜରଙ୍ଗ ଦଳର ବୈଠକ ଅନୁଷ୍ଠିତ

26-Jul-2021



 ବୀରମହାରାଜପୁର - (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଅନ୍ନପୂର୍ଣ୍ଣା ରେଶିଦେଂଶି ଠାରେ  ସୋନପୁର ଜିଲ୍ଲାର ବଜରଙ୍ଗ ଦଳ  ଜିଲ୍ଲାବୈଠକରେ ସୁଧୀର ବହିଦାର ପଶ୍ଚିମ ପ୍ରାନ୍ତ ସଂୟୋଜକ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲି। ଏହି ବୈଠକରେ ପ୍ରାନ୍ତ ସୁରକ୍ଷା ପ୍ରମୁଖ ଅଶ୍ଵିନୀ ମେହେର ଭି ଏଚ ପି ର ସଂପାଦକ ଗଣେଶ ପ୍ରଧାନ, ସଭାପତି ଗଣପତି  ପାଢ଼ୀ, ଆର୍ ଏସ୍ଏସ୍  ର ଦିଲୀପ ତ୍ରିପାଠୀ, ଜିଲ୍ଲା ସଂଯୋଜକ ଜିତୁ ବଡ଼ମାଳୀ ପ୍ରମୁଖ ଅତିଥିଭାବେ ଯୋଗଦେଇଥିଲେ।ପ୍ରଖଣ୍ଡ ସଂଯୋଜକ ଓ ଜିଲ୍ଲା ଟେ।ଲିର ଦାୟିତ୍ଵ ଘୋଷାଣା କରାଗଲା। ନୂତନ  ଦାୟିତ୍ୱ ତୁଲାଇବାକ ଶକୁନ ମିଶ୍ର , ଶୁଭମ୍ ହୋତା , ସ୍ୱରୂପ ପାତ୍ର, ସୁବ୍ରତ ବାରିକ୍, ମୁନା ବଗର୍ତ୍ତି , ବିନିକା ହେତୁ ଅମାରିସ୍ ଭୋଇ, ଚନ୍ଦନ ଦେହୁରୀ ରୀ ପ୍ରଧାନ , ତରଭା ପାଇଁ ଶମ୍ଭୁ ବଜରଙ୍ଗି, ବିର ମହ।ର।ଜପୁର ଅଭିନାଶ ହୋତା ହରିହର ବରିହା , ଅଂଶୁମାନ ପଣ୍ଡାଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି । ସେହିପରି ଏହି କାର୍ଯ୍ୟକ୍ରମ ରେ ଶତାଧିକ ବଜରଙ୍ଗ ଦଳର କର୍ମକର୍ତ୍ତା ଯୋଗ ଦେଇଥିଲେ । ଆଗାମୀ ଦିନରେ ଜିଲ୍ଲାରେ ସେବା କାର୍ଯ୍ୟକୁ ବ୍ୟାପକ ସହିତ ଗୋ ରକ୍ଷା , ତଥା ଅନ୍ୟ ସାମାଜିକ ସମସ୍ୟା ରେ ବଜରଙ୍ଗ ଦଳର ସେବା ବ୍ୟାପକ ହେବ ବୋଲି କୁହା ଯାଇଛି । ଶେଷରେ ସଭାକୁ ସଂଗଠନ ର ଫକିର ମୋହନ ଜାଲ ଧନୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026
  ଜିଲ୍ଲା  
ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ   16-Mar-2026
  ଜିଲ୍ଲା  
ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   16-Mar-2026
  ଜିଲ୍ଲା  
ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   16-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   16-Mar-2026
  ଜିଲ୍ଲା  
ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ   16-Mar-2026

You Might Also Like