-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ଜିଲ୍ଲା

ଗଜା ମଞ୍ଜି ଫିଙ୍ଗି ନୂତନ ଜଙ୍ଗଲ ସୃଷ୍ଟି ର ପ୍ରୟାସ ରେ ଗ୍ରାମବାସୀ ଓ ସମାଜସେବୀ

26-Jul-2021



ବୀରମହାରାଜପୁର - (ବିନୋଦ ପାଣ୍ଡେ ):  ସୁବର୍ଣପୁର ଜିଲ୍ଲାର ସଦର ର ପ୍ରତାପପୁର ଠାରେ ନୂତନ ଜଙ୍ଗଲ ସୃଷ୍ଟି ସକାଶେ ୨୦୦୦ଗଜା ମଞ୍ଜି ଫିଙ୍ଗା ଯାଇଛି ।ସୁବର୍ଣପୁର ଜିଲାର ମହିଳା ଓ ଛୋଟ ପିଲା ତଥା ଗ୍ରାମ ର ବହୁ ସମାଜସେବୀ ଏହି ମହତ କାର୍ଯ୍ୟ ରେ ଭାଗିଦାରୀ ନେଇଥିଲେ ।ଦିନକୁ ଦିନ ବ୍ୟାପକ ଜଙ୍ଗଲ କ୍ଷୟ  ଓ ଜଳବାୟୁରେ ପରିଵର୍ତନ ତଥା ସମୟରେ ବର୍ଷା ନ ହେବାରୁ ସୁବର୍ଣପୁର ଜିଲାର ସମାଜସେବୀ ମନୋଜ ପଣ୍ଡା ଗତ ଗ୍ରୀଷ୍ମପ୍ରବାହ ରେ ୨୦୦୦ଜାମ୍ବୁ ମଞ୍ଜି ଶୁଖାଇ ରଖିଥିଲେ ,ଜୈବିକ ପଦ୍ଧତି ରେ ଗୋମୂତ୍ର ଓ ନିମ୍ବ ପତ୍ର ଦେଇ ତାକୁ ବିଶୋଧନ କରି ମଞ୍ଜି ଫିଙ୍ଗିବାର ୨ଦିନ ଆଗରୁ ତାକୁ ଗଜା କରି ରଖିଥିଲେ ଓ ଯେତେବେଳେ ବର୍ଷା ଋତୁ ଆସିଲା ତାକୁ ନେଇ ଗ୍ରାମର ମହିଳା ଓ ଗ୍ରାମବାସୀ ଙ୍କ ସହାୟତା ରେ ତାକୁ ଜଙ୍ଗଲ ଭିତରକୁ ଫିଙ୍ଗି ଦେଇଥିଲେ ।ପ୍ରତାପପୁର ବନ୍ଧ ର ହିଡରେ ତାକୁ ପକେଇ ଦେଇଥିଲେ ,ମନୋଜ ଆଗରୁ ମଧ୍ୟ ପ୍ରାକୃତିକ ହିସାବରେ ବହୁତ ଗଛକୁ କିପରି ବଞ୍ଚିବ ତା ବିଷୟରେ ଫୋରେଷ୍ଟ ବିଭାଗୀୟ ଅଧିକାରୀ ଙ୍କ ସହିତ ଯୋଗାଯୋଗ କରିଥିଲେ ଓ ତାଙ୍କ ପରାମର୍ଶ ନେଇ ଏହି ଚାରା ଅତ୍ୟଧିକ ଲାଭ ପ୍ରଦ ହୋଇ ପାରିବ ବୋଲି ଜାଣି ଏ ପ୍ରକ୍ରିୟା ଆରମ୍ଭ କରିଥିଲେ ।ଏଥିରେ ଧନଞ୍ଜୟ ,ଆଶିଷ ଆଦଯୁଆଦି,ଜିତୁ ଘିବିଲା ,ଗୋବର୍ଦ୍ଧନ କଠ।ର ,କୁସୁଲେ ,ପୁରସ୍ତମ କଠ।ର ,ଗୌତମ ସେଠୀ ଓ ମହମାୟା ଯୁବ କ୍ଳବ ସହଯୋଗ କରିଥିଲେ ।ଆଗାମୀ ଦିନରେ ଏ ନୂତନ ଜଙ୍ଗଲ କୁ ରକ୍ଷା କରିବା ସହିତ ଯତ୍ନ ନେବା ସକାଶେ ଗ୍ରାମ ବାସୀ ଶପଥ କରିଥିଲେ ।ଶେଷରେ ସମସ୍ତ ଗ୍ରାମବାସୀଙ୍କୁ ବିସ୍କୁଟ ଓ ଛୋଟ ଛୁଆ ଙ୍କୁ ପେନ ବଣ୍ଟନ କରାଯାଇଛି ।ଏପରି ଅଭିନବ ପ୍ରୟାସ ରେ ଜଙ୍ଗଲ ସୃଷ୍ଟି କୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like