-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜ଼ିଲ୍ଲା ର ୭ ଜଣ ଶିଶୁ ହୃଦରୋଗୀ ଙ୍କୁ ସହାୟତା: ମାଗଣା ଅସ୍ତ୍ରୋପଚାର ପାଇଁ ପଠାଗଲା କଲିକତା ଓ ଭୁବନେଶ୍ୱର

26-Jul-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧିନସ୍ଥ ସୁବର୍ଣ୍ଣପୁର ରାଷ୍ଟ୍ରୀୟ ଵାଲସ୍ୱାସ୍ଥ୍ୟ  କାର୍ଯ୍ୟକ୍ରମ ମାଧ୍ୟମରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦିଲ୍ଲୀପ କୁମାର ପଣ୍ଡା, ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡା. ନବକିଶୋର ବେହେରାଙ୍କ ତତ୍ୱାବଧାନ ରେ  ଓ  ଡ଼ି ପି ଏମ  ସରୋଜ କୁମାର  ପଣ୍ଡା,  ରାଷ୍ଟ୍ରୀୟ ବାଲସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ମ୍ୟାନେଜର ବିଧୁ  ଭୂଷଣ ପତିଙ୍କ ସହଯୋଗରେ ଜ଼ିଲ୍ଲାର ଛଅଜଣ ଗରିବ ଶିଶୁଙ୍କ ହୃଦରୋଗ ଚିକିତ୍ସା ଓ ଅସ୍ତ୍ରୋପଚାର ପାଇଁ  ଆଜି ଛଅ ଜଣଙ୍କୁ  ନାରାୟଣ ହୃଦାଳୟ କଲିକତା ଓ  ଜଣଙ୍କୁ ଭୁବନେଶ୍ୱର ଆପୋଲୋ ମେଡିକାଲକୁ ପଠାଯାଇଛି l  ଉକ୍ତ ଶିଶୁ ମାନଙ୍କ ଅସ୍ତ୍ରୋପଚାରରେ  ତତ୍ୱାବଧାନ ପାଇଁ ଜ଼ିଲ୍ଲା ର ଦୁଇ ଜଣ ଡାକ୍ତର କ୍ଷମାନିଧି ସାହୁ (ଡୁଙ୍ଗୁରିପାଲି), ଡାକ୍ତର ଉମାକାନ୍ତ ମହାନନ୍ଦ( ବିନିକା) ଙ୍କ ସମେତ ବାର ଜଣ ଅଭିଭାବକ ମଧ୍ୟ କଲିକତା ଓ ଭୁବନେଶ୍ୱର  ଗସ୍ତ କରିଥିବା ବିଷୟ ରାଷ୍ଟ୍ରୀୟ ବାଲସ୍ୱାସ୍ଥ୍ୟ ବିଭାଗ ମ୍ୟାନେଜର ଶ୍ରୀ ପତି ଓ ମେଡିକାଲ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁଙ୍କ  ଠାରୁ ସୂଚନା ମିଳିଛି l ଜ଼ିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ସୁବର୍ଣ୍ଣପୁର  ଜ଼ିଲ୍ଲା ପ୍ରଶାସନର ଏ ଉଦ୍ୟମକୁ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like