-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଅବସରପ୍ରାପ୍ତ ସୈନିକ ସଂଘ ପାଳନ କଲା ୨୨ତମ କାର୍‌ଗିଲ୍ ବିଜୟ ଦିବସ 

26-Jul-2021



ବଲାଙ୍ଗିର, (ପ୍ରେରଣା ଖବର) : ବଲାଙ୍ଗିର ଜିଲ୍ଲା ଅବସରପ୍ରାପ୍ତ ସୈନିକ ସଂଘ ଆଜି ସ୍ଥାନୀୟ ଲାଲଟିକ୍ରା ସ୍ଥିତ କାର୍ଯ୍ୟାଳୟ ପରିସରରେ ୨୨ତମ କାର୍‌ଗିଲ୍ ବିଜୟ ଦିବସ ପାଳନ କରିଛି । ଏହି ଅବସରରେ ବଲାଙ୍ଗିର ମାଟିର ସହିଦ ଥବିର ବୁଡେକ, ସହିଦ ସୁମନ୍ତ ପଧାନ, ସହିଦ କିଶୋର ମଲ୍ଲିକ, ସହିଦ ସମୀର ଜାଲ, ସହିଦ ହେମନ୍ତ ନାଏକଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିବା ବେଳେ ସହିଦ ସ୍ତମ୍ଭରେ ପ୍ରଦୀପ ପ୍ରଜ୍ୱଳନ କରି ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଛି । ଅବସରପ୍ରାପ୍ତ ସୈନିକ ସଂଘର ସଂପାଦକ ପ୍ରତାପ ଚନ୍ଦ୍ର ରଥଙ୍କ ଆହ୍ୱାନ କ୍ରମେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗଦାନ କରିଥିବା ବେଳେ ସମ୍ମାନୀତ ଅତିଥି ଭାବେ ଏସ୍‌ଡିପିଓ ତୋଫାନ ବାଗ, ଆଇଆଇସି (ସଦର) ଶ୍ରୀକାନ୍ତ ସାହୁ, ‘କୋଶଳ ପ୍ରବାହ’ର ସଂପାଦକ ଆନଂଦ ଚଂଦ୍ର ସାହୁ, ‘ପ୍ରମେୟ’ର ପଶ୍ଚିମାଂଚଳ ମୁଖ୍ୟ ଅଖିଳ ଚନ୍ଦ୍ର ହୋତା, ବଲାଙ୍ଗିର ପ୍ରାଥମିକ ଶିକ୍ଷକ ସଂଘର ସଂପାଦକ ପ୍ରଦୀପ କୁମାର ଖମାରୀ ଯୋଗ ଦେଇଥିଲେ । ସଂଘର ସଭାପତି ବିଭୂତି ଭୂଷଣ ପାଣିଗ୍ରାହୀ ସଭା ପରିଚାଳନା କରିଥିଲେ । କାର୍‌ଗିଲ୍ ବିଜୟ ଦିବସ ପାଳନ ଅବସରରେ ସଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଷ୍ଟାପାଲି ନିବାସୀ ସହିଦ ଥବିର ବୁଡେକଙ୍କ ଧର୍ମପତ୍ନୀ ରୀନା ବୁଡ଼େକ ଓ ଲୋଇସିଂହା ବ୍ଲକ ଅନ୍ତର୍ଗତ ତେନ୍ତୁଲିଗାଁ ନିବାସୀ ସହିଦ ସୁମନ୍ତ ପଧାନଙ୍କ ଧର୍ମପତ୍ନୀ ସୌଦାମିନୀ ପଧାନଙ୍କୁ ସମ୍ମାନିତ କରାଯାଇଥିଲା । ସେହିଭଳି ସମ୍ବାଦ ପରିବେଷଣ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଓଟିଭି ପଶ୍ଚିମ ଓଡ଼ିଶା ମୁଖ୍ୟ ଯୁବ ସାମ୍ବାଦିକ ମନରଂଜନ ଯୋଷୀ, ଜିଲ୍ଲା ସାମ୍ବାଦିକ ଘଟେଶ୍ୱର ମିଶ୍ର ଓ କ୍ୟାମେରା ମେନ୍ କରୁଣାକର ପଧାନଙ୍କୁ ସମ୍ମାନିତ କରାଯାଇଥିବା ବେଳେ ପରିବେଶ ଡା. ଗିରିଜା ଶଙ୍କର ଉଦ୍‌ଗାତା, ସୁରକ୍ଷା କର୍ମୀ ଗୋପାଳ ଚନ୍ଦ୍ର ହୋତା, ପୂର୍ବତନ ପୌରାଧ୍ୟକ୍ଷା ସନ୍ତୋଷିନୀ ବେହେରା, ପୂର୍ବତନ ପୌରାଧ୍ୟକ୍ଷା ଦମୟନ୍ତୀ ବାଗ, ନାରୀନେତ୍ରୀ ନିରୁପମା ଉଦ୍‌ଗାତା ଶତପଥୀ, ସବୁଜ ଶକ୍ତି ନିର୍ମାଣ ନିର୍ଦ୍ଦେଶକ ସାୟଦ୍ ଅବ୍‌ତାବ୍ ହୁସେନ୍‌, ପୂର୍ବତନ କାଉନ୍‌ସିଲର୍ ସରିତା ଦାଶ, ପୂର୍ବତନ କାଉନ୍‌ସିଲର୍ ଜିତେନ୍ଦ୍ର କୁମାର ମିଶ୍ର, ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ୍‌ର ମୁଖ୍ୟ ସୋମନାଥ ମିଶ୍ର, ସ୍ମାଇଲ୍ ଫର୍ ଅଲ୍‌, ନାରୀ ଶକ୍ତି ଫାଉଣ୍ଡେସନ, ବଲାଙ୍ଗିର ଏକ୍ସନ କମିଟିଙ୍କୁ ମଧ୍ୟ ବିଶେଷ ଅବଦାନ ଯୋଗୁଁ ସମ୍ମାନିତ କରାଯାଇଥିଲା । ସଂପାଦକ ଶ୍ରୀ ରଥ ଅବସରପ୍ରାପ୍ତ ସହିଦ ପରିବାର ମାନଙ୍କ ଦୁଃଖ ବର୍ଣ୍ଣନା କରିବା ସହ ସଂଘ ସହ ସମସ୍ତେ ଯୋଡ଼ି ହେବାକୁ ଆହ୍ୱାନ କରିଥିଲେ । ସହିଦ ପରିବାରଙ୍କ ପାଇଁ ସରକାରୀ ନିୟମ ଅନୁସାରେ ଜମି ପ୍ରଦାନ ତଥା ସେମାନଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନର ସହଯୋଗ କାମନା କରିଥିଲେ । ନାରୀଶକ୍ତି ଫାଉଣ୍ଡେସନ୍‌ର ସକ୍ରିୟ ସଭ୍ୟା ଶ୍ରାବଣୀ ମେହେର ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିବା ପରେ ସଭା ସାଂଗ ହୋଇଥିଲା । ଅବସରପ୍ରାପ୍ତ ସୈନିକ ସଂଘର ସଭ୍ୟ ଘାସୀରାମ ବେହେରା, ସୁନୀଲ ମାଝୀ, ରାଜେନ୍ଦ୍ର ଶବର, ନୀଳକଣ୍ଠ ପାଢ଼ୀ, ରଂଜନ ସେଠ୍‌, କୃଷ୍ଣଚନ୍ଦ୍ର ପରମଗୁରୁ, ନରହରି ବେହେରା, ବୁଦ୍ଧଦେବ ଅଗସ୍ତି, ବିଶ୍ୱଭୂଷଣ ଭୋଇ, ନୀଳମଣି ହାତୀ, ଦେବୀପ୍ରସନ୍ନ ଶତପଥୀ, ନୀଳାଂଚଳ ପଟେଲ, ଦ୍ରୌଣ ଚନ୍ଦନ, ଶଙ୍କର ଜୁଏଡ଼, ସୁଶୀଲ ପଟେଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026

You Might Also Like