-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ଦୀକ୍ଷାନ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ

26-Jul-2021



ସୋନପୁର(ମନୋରଂଜନ ତ୍ରିପାଠୀ)- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ର ଫୁଲଚରା ଗ୍ରାମରେ ଓଡ଼ିଆ ଭାଷା ସହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ତଥା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ, ଭୁବନେଶ୍ୱର ତରଫରୁ ଦୀକ୍ଷାନ୍ତ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶାର ସର୍ବବୃହତ ଓ ସର୍ବପୂରାତନ ଷୋହଳ ସୁଆଙ୍ଗ ଦଣ୍ଡନାଟ ଲୋକକଳାକୁ  ଦୀକ୍ଷାନ୍ତ ମାଧ୍ୟମରେ ଆରମ୍ଭ କରାଯାଇଛି । ଲୁପ୍ତ ହୋଇଥିବା ଲୋକକଳାକୁ ପୁନଃରୁଦ୍ଧାର କରିବ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ତରଫରୁ ବିଭିନ୍ନ କାର୍ଯ୍ୟକ୍ମ ମାନ ହାତକୁ ନିଆଯାଇଛି । ଚଳିତ ବର୍ଷ ପ୍ରଥମ କରି ଗୁରୁଶିଷ୍ୟ ପରମ୍ପରା ଆଧାରରେ ଦୀକ୍ଷାନ୍ତ କାର୍ଯ୍ୟକ୍ରମ ମାଧ୍ୟମରେ ଆମ ଅଂଚଳର ସମସ୍ତଙ୍କ ହୃଦୟକୁ ଛୁଇଁ ପାରିଥିବା ଷୋହଳ ସୁଆଙ୍ଗ ଦଣ୍ଡନାଟକୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସଚିବ ପ୍ରବୋଧ ରଥ ଉଦ୍‌ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜଣେ ଅଭିଜ୍ଞ ଗୁରୁ ଓ ୧ଠଜଣ ଶିଷ୍ୟ ୬ମାସ ପର୍ଯ୍ୟନ୍ତ ଶିକ୍ଷାଦାନ କରିବେ, ଯାହାର ଆନୁସଙ୍ଗିକ ଖର୍ଚ୍ଚ ଏକାଡେମୀ ବହନ କରିବ ବୋଲି ସଚିବ ଶ୍ରୀ ରଥ କହିଛନ୍ତି । ଲୋକକଳା ଗବେଷକ ତଥା ପଏଁରୀ ଅନୁଷ୍ଠାନର ସଂପାଦକ ଚୌଧୁରୀ ବିଭାରଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଂଜିତ ରଥ ଯୋଗ ଦେଇଥିଲେ । ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, କଣ୍ଠଶିଳ୍ପୀ ସାଶ୍ୱତ ତ୍ରିପାଠୀ, ପଏଁରୀ ର ସଭାପତି ଲଡୁକିଶୋର ମଲ୍ଲିକ ପ୍ରମୁଖ ଯୋଗ ଦେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର କାର୍ଯ୍ୟକ୍ରମକୁ ଭୂରି ଭୂରି ପ୍ରଶଂସା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like