-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣ ବିରୁଦ୍ଧରେ ପ୍ରତିବାଦ : ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ଯେଶରେ କଳାହାଣ୍ଡି ୱେବ୍ ମିଡିଆ ଆସୋସିଏସନ୍ ପକ୍ଷରୁ ଦାବିପତ୍ର ପ୍ରଦାନ

26-Jul-2021



କଳାହାଣ୍ଡି,ଭବାନୀପାଟଣା(ତ୍ରିନାଥ ବେଶ୍ରାଙ୍କ ସହ ସଞ୍ଜୀବ ଦାସ): ସମାଜର ଚତୁର୍ଥ ସ୍ତମ୍ଭ ହେଲେ ଗଣମାଧ୍ୟମ ପ୍ରତିନିଧି । ଖରା,ବର୍ଷା ଆଦିକୁ ଖାତିରି ନଥାଏ ଜଣେ ସାମ୍ବାଦିକର । କରୋନାକୁ ବି   ଭୟ ନକରି ଲୋକଙ୍କ ପାଖରେ ଖବର ପହଞ୍ଚାଇବା କାର୍ଯ୍ୟରେ ସର୍ବଦା ବ୍ଯସ୍ତ ଅଛନ୍ତି ସାମ୍ବାଦିକ ବନ୍ଧୁ ମାନେ । ତେବେ ଏଭଳି ସମୟରେ  କେନ୍ଦ୍ରାପଡା ଜିଲ୍ଲାରେ କାର୍ଯ୍ୟରତ ଜଣେ ସାମ୍ବାଦିକଙ୍କ ଉପରେ ଆକ୍ରମଣ କରିଥିବା  ମହିଳା କନେଷ୍ଟବଳ ପିନୁ  ନାୟକଙ୍କୁ ତୁରନ୍ତ ଗିରଫ କରି ଚାକିରିରୁ ନିଲମ୍ବନ କରାଯିବା ସହ ଏହିଭଳି ପୂର୍ବରୁ କରିଥିବା କାର୍ଯ୍ୟ ପାଇଁ ପୁରୀ ଜିଲ୍ଲା ଗୋପ ଥାନାର ଥାନାଧିକାରୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତୁରନ୍ତ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନକୁ କାର୍ଯ୍ୟକାରୀ କରାଯିବା ଆଦି  ଦାବିରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଳାହାଣ୍ଡି ଜିଲ୍ଲାପାଳଙ୍କ ଜରିଆରେ ଏକ ମେମୋରେଣ୍ଡମ୍ପ୍ରଦାନ କରାଯାଇଛି । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ  ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀ ଚନ୍ଦନ ଦାବିପତ୍ର ଗ୍ରହଣ କରିଥିଲେ ।

କଳାହାଣ୍ଡି ୱେବ୍ ମିଡିଆ ଆସୋସିଏସନ୍ ପକ୍ଷରୁ ସଭାପତି ଶ୍ରୀ ଆଦିତ୍ଯ ମହାନ୍ତି,  ସାଧାରଣ ସମ୍ପାଦକ ସଂଗ୍ରାମ କେଶରୀ ପାତ୍ର, କାର୍ଯ୍ୟକାରୀ ସଭାପତି ତୁଳମଣୀ ନାଗ , ସୁନିଲ କୁମାର ମୁଣ୍ଡ୍ , ରଞ୍ଜନ କୁମାର ମହାନ୍ତି ଉପ ସଭାପତିଦ୍ବୟ , ସାଙ୍ଗଠନିକ ସମ୍ପାଦକ ସଞ୍ଜୟ କୁମାର ସିଂ, କୋଷାଧ୍ୟକ୍ଷ  ମଧୁସୂଦନ ମହାପାତ୍ର ଙ୍କ ସହ ନର୍ଲା ବ୍ଳକ ୱେବ୍ ମିଡିଆ ଆସୋସିଏସନ୍ ସଭାପତି ଶ୍ରୀ ଚିନ୍ତାମଣୀ ନାଏକ, ଗୋଲାମୁଣ୍ଡା ବ୍ଳକ ଆସୋସିଏସନ୍ ସଭାପତି ରାମ କୁମାର ସେନାପତି,  ଧର୍ମଗଡ ବ୍ଳକ କମିଟି ସଭାପତି ଶ୍ରୀ ସୁଧିର ଗୋପାଳ, କୋକସରା ବ୍ଲକ ତ୍ରିନାଥ ବେଶ୍ରା ସହ ଅନ୍ୟ ସାମ୍ବାଦିକ ବନ୍ଧୁମାନେ ଉପସ୍ଥିତ ଥିଲେ । ଦାବିପତ୍ର ଅନୁଯାୟୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଗଲେ ଆଗାମୀ ଦିନରେ ସାମ୍ବାଦିକମାନେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like