-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||     

HOME   ଜିଲ୍ଲା

ହିନ୍ଦୁ ଯୁବବାହିନୀ ତରଫରୁ କାର୍ଗିଲ ବିଜୟ ଦିବସ ଅନୁଷ୍ଠିତ

26-Jul-2021



ଆଗଲପୁର, (ବିନୋଦ କୁମାର ଦୀପ): ଆଗଲପୁର ବ୍ଲକ ଭରସୁଜା ପଂଚାୟତ କଲ୍ୟାଣମଣ୍ଡପ ଠାରେ ପଶ୍ଚିମଓଡିଶା  ହିନ୍ଦୁ ଯୁବବାହିନୀ ତରଫରୁ କାର୍ଗିଲ ବିଜୟ ଦିବସ ସ୍ମୃତିଚାରଣ ଅନୁଷ୍ଠିତ ହୋଇଯାଇଛି l ହିନ୍ଦୁ ଯୁବବାହିନୀ ପଶ୍ଚିମ ଓଡିଶା ସଭାପତି ପର୍ଶୁରାମ ସରାଫଙ୍କ ନେତୃତ୍ୱରେ ସଭାପତି ପୂର୍ବତନ ମହାବିଦ୍ୟାଳୟ ଅଧ୍ୟକ୍ଷ ଧନଞ୍ଜୟ ସାହୁ ଲାଲବହାଦୁର ଶାସ୍ତ୍ରୀଙ୍କ ଜୟ ଯବାନ ଜୟ କିସାନର ନାରାକୁ ଦୋହରାଇଥିଲେ ଓ ଯବାନ ମାନଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି l ସଭା ପରିଚାଳକ ମଦନମୋହନ ପାତ୍ରଙ୍କ ଉଦେଶ୍ୟରେ କାର୍ଗିଲ ଯୁଦ୍ଧରେ ପାକିସ୍ତାନ ସେନାକୁ ଧୂଳିସାତ କରି ୨୨ ଜଣ ଭାରତୀୟ ସେନା ପ୍ରାଣ ହରାଇଥିବା ସ୍ମୃତିକୁ ଦୋହରାଇ ଯବାନ ଆମର ରହେର ନାରା ଦେଲେ  l ମଂଚାସୀନ ଆନନ୍ଦ ପାତ୍ର, ରାଜକୁମାର ସେଠ୍ ସହ ଗ୍ରାମର ଅନେକ ଲୋକ ଉପସ୍ଥିତ ଥିଲେ l ସଭା ଶେଷରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରି କାର୍ଯ୍ୟ ସମାପ୍ତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026

You Might Also Like