-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବଂଟନରେ ପକ୍ଷପାତ ବିରୁଦ୍ଧରେ କୋସଲ ସ୍ୱାଭିମାନ ପଦଯାତ୍ରାକୁ ବଲାଙ୍ଗିର ଠାରେ ଉଚ୍ଛ୍ୱସିତ ସଂବର୍ଦ୍ଧନା- - କୋସଲ ଆନ୍ଦୋଳନକୁ ଜୋରଦାର କରିବାକୁ ଆହ୍ୱାନ

26-Jul-2021



ବଲାଙ୍ଗିର, : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବଂଟନ କ୍ଷେତ୍ରରେ ରାଜ୍ୟ ସରକାର କରିଥିବା ପକ୍ଷପାତିତା ଓ କୋସଳାଂଚଳକୁ କରାଯାଇଥିବା ଉପେକ୍ଷା ପ୍ରତିବାଦରେ ଗତ ୨୩ ତାରିଖରୁ କୋସଲ ଯୁବ ସମନ୍ୱୟ ସମିତି (କେୱାଇସିସି) ତରଫରୁ କୋସଲ ସ୍ୱାଭିମାନ ଯାତ୍ରା ଚାଲିଛି । ଆଜି ପୂର୍ବାହ୍ନ ପ୍ରାୟ ୧୦ ଘଣ୍ଟା ସମୟରେ ଏହି ପଦଯାତ୍ରା ଆସି ବଲାଙ୍ଗିର ଠାରେ ପହଂଚିଥିଲା । ବଲାଙ୍ଗିର ସହରରେ ଏହି ପଦଯାତ୍ରାକୁ କୋସଲ ରାଜ୍ୟ ସମନ୍ୱୟ ସମିତିର ଆହ୍ୱାନକ୍ରମେ ବିଭିନ୍ନ ସାମାଜିକ / ସାଂସ୍କୃତିକ ସଂଗଠନ ଉଚ୍ଛ୍ୱସିତ ସଂବର୍ଦ୍ଧନା ଦେଇଥିଲେ । ପ୍ରାରଂଭରେ ପଦଯାତ୍ରୀମାନଙ୍କୁ ସହରର ପ୍ରାରଭଂରେ ବିଜାଖମନ ଠାରେ ପାଶ୍ୱବର୍ତ୍ତୀ ଗାଁମାନଙ୍କର ଅଧିବାସୀମାନେ ସ୍ୱାଗତ ଜଣାଇଥିଲେ । ବଲାଙ୍ଗିର ପେଲେସ ଲାଇନ ଦୁର୍ଗାମଣ୍ଡପ ଠାରେ କୋସଲ ଯୁବ ସମନ୍ୱୟ ସମିତି, ୟୁଥ  ଏକ୍ସନ କମିଟି ଓ ପଶ୍ଚିମାଂଚଳ ବିଜୁଳୀ ଶ୍ରମିକ ସଂଘର ଯୁବ କାର୍ଯ୍ୟକର୍ତ୍ତାମାନେ ପଦଯାତ୍ରାକାରୀମାନଙ୍କୁ ବିପୁଳ ସଂବର୍ଦ୍ଧନା ଦେବା ସହ ଏକ ଶେଭାଯାତ୍ରାରେ ପାଛୋଟି ଆଣିଥିଲେ । ଶୋଭାଯାତ୍ରାକାରୀମାନେ କଚେରୀ ଛକରେ ପହଞ୍ôଚଲା ପରେ ସେଠାରେ କୋସଲ ରାଜ୍ୟ ସମନ୍ୱୟ ସମିତି, ବଲାଙ୍ଗିର ନାଗରିକ କମିଟି, ବଲାଙ୍ଗିର ଏକ୍ସନ କମିଟି, ବରିଷ୍ଠ ନାଗରିକ ସଂଘ, କୋସଲ ପାଇଁ ବରିଷ୍ଠ ନାଗରିକ ସଂଘ, ଜିଲ୍ଲା ଆଦିବାସୀ କଲ୍ୟାଣ ସମିତି, ପଶ୍ଚିମ ଓଡିଶା ମଂଚ, କୋଶଲି ସାଂସ୍କୃତିକ ସଂଗ, କୋସଲ ଶିକ୍ଷାବିତ୍ ଫୋରମ ସମେତ ବହୁ ସଂଗଠନର କର୍ମକର୍ତ୍ତା ପଦଯାତ୍ରକାରୀମାନଙ୍କୁ ଫୁଲମାଲ ଦେଇ ଓ ପୁଷ୍ପବୃଦ୍ଧି କରି ସ୍ୱାଗତ କରିଥିଲେ । କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଂବର୍ଦ୍ଧନା ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ଉପାଧ୍ୟକ୍ଷ ମନୋରଂଜନ ସାହୁ, ସମାଜସେବୀ ବିକ୍ରମାନନ୍ଦ ବହିଦାର, ପ୍ରଭାକର ମିଶ୍ର, କପିଳେଶ୍ୱର ଖମାରୀ, କର୍ମଚାରୀ ନେତା ପୁଲିନ ମିଶ୍ର, ବିଭୁତି ବିନ୍ଧାଣି, ଶ୍ରମିକ ନେତା ରବି ମିଶ୍ର, ଶିକ୍ଷାବିତ୍ ପ୍ରଫେସର ପ୍ରମୋଦ

ବାଗ, ସଂଗଠକ ଶରତ ହୋତା, ଦଲିତ ନେତା ଦିନେଶ ନାଗ, ବୁଦ୍ଧିଜୀବୀ ଗୋପଭୂଷଣ ନାଥ, ବସନ୍ତ ଆଚାର୍ଯ୍ୟ, ମନୋରଂଜନ ମିଶ୍ର, ନରେଶ ଦାସ, ନିମାଇଁ ପାଣିଗ୍ରାହୀ, ଗୋବିନ୍ଦ ମିଶ୍ର, ଯୁବ ସଂଗଠକ ଡୋଳାମଣି ପ୍ରଧାନ, ବିନୋଦ କାଲସାଏ, ରିଲୁ ରଥ, ଜ୍ୟୋତି ମହାନ୍ତି, ନାରୀ ନେତ୍ରୀ ବନଲତା ମାଝି, ଚନ୍ଦ୍ରକାନ୍ତି ସେଠଙ୍କ ସମେତ ଶତାଧିକ ସଂଗଠକ ସାମିଲ ଥିଲେ । ପରେ ପରେ ବିଶାଳ ଶୋଭାଯାତ୍ରା ସହର ପରିକ୍ରମା କଲାପରେ ସ୍ଥାନୀୟ ଯାଦବ ଭବନ ଠାରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ପଦଯାତ୍ରୀମାନଙ୍କୁ ସଂଗଠନର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସଂବୋଧିତ କରିଥିଲେ । ଏଠାରେ ଉଲ୍ଲେଖଯୋଗ୍ୟ ଯେ କୋସଲ ଯୁଗଳ କିଶୋର ମେହେର, ରଂଜନ ଖୁଆସ, ବିଶ୍ୱଜିତ ପ୍ରଧାନ, ଶୁଭମ୍ ପ୍ରଧାନ ଓ ଧର୍ମରାଜ ମେହେଙ୍କ ନେତୃତ୍ୱରେ ୨୦ଜଣ ପଦଯାତ୍ରୀ ଏହି ପଦଯାତ୍ରାରେ ସାମିଲ ଅଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like