-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଜିଲ୍ଲା

ପୋଖରୀ ବୁଡି ବୃଦ୍ଧା ମୃତ

26-Jul-2021



ନୂଆପଡ଼ା (ପ୍ରେରଣା ଖବର) : ନୂଆପଡା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଚଳନା ଶିବମନ୍ଦିର ନିକଟସ୍ଥ ପୋଖରୀ ପାଣିରେ ଜଣେ ଯୁବକ ବୁଡି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ଗୋଡାଲ ପଞ୍ଚାୟତ ପଳସାପଡା ଗ୍ରାମର ଲୋଚନ ଜଗତ(୫୨) ବୋଲି ଜଣାପଡିଛି। ପ୍ରାପ୍ତ ଖବର ଅନୁସାରେ ଲୋଚନ ଜଗତ ଗାଁ ଗାଁ ବୁଲି ଛତା ମରାମତି କରି ଜୀବିକା ନିର୍ବାହ କରେ। ରବିବାର ଭୋର ସକାଳୁ ଚଲନା ସାପ୍ତାହିକ ବଜାରକୁ ଛତା ମରାମତି କରି ଦିପଇସା ରୋଜଗାର ପାଇଁ ଘରୁ ବାହାରି ଥିଲା। ବଜାରକୁ ପହଂଚିବା ପୂର୍ବରୁ ଚଲନା ଶିବମନ୍ଦିର ନିକଟସ୍ଥ ପୋଖରୀ ରେ ନିତ୍ୟକର୍ମ ଓ ସ୍ନାନଶୌଚ କରିବା ପାଇଁ ମୁଖ୍ୟରାସ୍ତା ପାର୍ଶ୍ବ ରେ ପୋଷକପତ୍ର , ଛତା ମରାମତି କରିବା ସାମଗ୍ରୀ ଓ ବ୍ୟାଗକୁ ରଖି ପୋଖରୀକୁ ଯାଇଥିଲା। ପରେ ପୋଖରୀରେ ବୁଡିଯାଇଥିବା ଅନୁମାନ କରାଯାଉଛି। ଦୀର୍ଘ ସମୟ ଧରି ମୁଖ୍ୟ ରାସ୍ତାପର୍ଶ୍ଵରେ ପୋଷାକ ପତ୍ର ଓ ବ୍ୟାଗ ରହିଥିବା ଦେଖି ଲୋକଙ୍କ ମଧ୍ୟରେ ସନ୍ଦେହ ଜାତ ହୋଇଥିଲା। ଅନ୍ୟ ପକ୍ଷେ ସନ୍ଧ୍ୟା ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ହେଲେ କୌଣସି ସୁରାକ ନ ପାଇବାରୁ ଲୋଚନ ର ନିଖୋଜ ନେଇ ସିନାପାଲି ଥାନାରେ ଏକ ଲିଖିତ ଏତଲା ଦେଇଥିଲେ। ପରେ ପରିବାର ଲୋକେ ଚଲନା ଶିବମନ୍ଦିର ନିକଟରେ କେହି ଜଣେ ପୋଷାକ ପତ୍ର ଛାଡି ଦେଇଥିବା ଖବର ପାଇ ସନ୍ଦେହ କରିଥିଲେ। ଘଟଣା ସ୍ଥଳରେ ପରିବାର ଲୋକେ ପହଞ୍ଚି ପୋଷକପତ୍ର ଓ ବ୍ୟାଗକୁ ଚିହ୍ନଟ କଲା ପରେ ଉକ୍ତ ପୋଖରୀରେ ବୁଡି ଯାଇଥିବା ସନ୍ଦେହ କରି ସିନାପାଲି ପୁଲିସକୁ ଖବର କରିଥିଲେ। ସିନାପାଲି ପୁଲିସ ର ସୂଚନା ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ପୋଖରୀରେ ଖୋଜାଖୋଜି ପରେ ମୃତ ଦେହକୁ ଉଦ୍ଧାର କରାଯାଇଥିଲା। ଶବ ବ୍ୟବଚ୍ଛେଦ ପରେ ପରିବାର କୁ ହସ୍ତାନ୍ତର କରାଯାଇଛି। ଏନେଇ ସିନାପାଲି ଥାନାରେ କେଶ ନଂ ୮/୨୧ ଅନୁସାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇ ଥିବା ସିନାପାଲି ଥାନାଧିକାରୀ ଡମ୍ବରୁଧର ପ୍ରଧାନ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like