-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଜିଲ୍ଲା

ରେଳ ବିଭାଗ ଉଚ୍ଚ ଅଧିକାରୀ ଦୃଷ୍ଟି ଦେବାକୁ ଦାବୀ,ଟ୍ରେନ ରେ ପେଣ୍ଟରି କାର ଵାଲାଙ୍କ ବେଆଇନ ରନ୍ଧା ଖାଦ୍ୟ

27-Jul-2021



ଟିଲାଗଡ(ପ୍ରେରଣା ଖବର) :: ସାରା ଭାରତ କୁ ସଂଯୋଗ କରୁଥିବା ଟିଟିଲାଗଡ ରେଳ ଜଂକ୍ସନ ଅନ୍ୟତମ ବୃହତ ରେଳ ଜଂକ୍ସନ ହୋଇଥିବା ବେଳେ ଏହି ଟିଟିଲାଗଡ ଦେଇ ବହୁ ସଂଖ୍ୟକ ରେଳ ଯାତାୟାତ କରିଥାଏ । କେନ୍ଦ୍ର ସରକାରଙ୍କ ଦ୍ବାରା ଜାରି ବର୍ତ୍ତମାନର କୋଭିଡ-୧୯ ନିୟମ ଅନୁଯାୟୀ,ସମସ୍ତ ରେଳ ରେ ରହୁଥିବା ପେଣ୍ଟରି କାର ବା ଖାଦ୍ୟ ରନ୍ଧନ ବଗି ରେ ରନ୍ଧନ ସମ୍ପୂର୍ଣ୍ଣ ବନ୍ଦ ରହିଛି । କେବଳ ଶୁଖିଲା ଖାଦ୍ୟ ସାମଗ୍ରୀ ବିକ୍ରି ନିୟମ ପ୍ରଣୟନ କରାଯାଇଥିବା ବେଳେ ଟିଟିଲାଗଡ ରେଳ ଷ୍ଟେସନରେ ରେଳ ଅନେକ ସମୟ ଧରି ରହିବା ଓ ବିଭିନ୍ନ ସ୍ଥାନ କୁ ଯିବା ପାଇଁଇଞ୍ଜିନ ବଦଳେଇବା ସମୟ ରେ  ଏହି ପେଣ୍ଟରି କାର ରେ ଅତ୍ୟନ୍ତ ନିମ୍ନ ମାନର ଖାଦ୍ୟ ସାମଗ୍ରୀର  ରନ୍ଧନ କରାଯାଇ ମନଇଚ୍ଛା ବର୍ଦ୍ଧିତ ଦରରେ ଯାତ୍ରୀ ଙ୍କୁ ଖାଦ୍ୟ ସାମଗ୍ରୀ ବିକ୍ରି କରାଯାଉଥିବା ଅଭିଯୋଗ ହୋଇଛି । ଏପରି କି  ଟିଟିଲାଗଡ ସହର ର କେତେକ ହୋଟେଲ ରେ ଜଳଖିଆ ତଥା ସମସ୍ତ ପ୍ରକାର ରନ୍ଧା ଖାଦ୍ୟ ସାମଗ୍ରୀ ଯାହା ଅତ୍ୟନ୍ତ ନିମ୍ନ ମାନର ଖୋଲା, ଖୋଲି  

କିଛି ହୋଟେଲ ବ୍ୟବସାୟୀ ଙ୍କ ସହ ମିଶି ଏହି ଷ୍ଟେସନ ର କିଛି ଅଧିକାରୀ ଙ୍କ ଜରୀଆରେ କମ ମୂଲ୍ୟରେ ଉକ୍ତ ପେଣ୍ଟରି କାର କର୍ମଚାରୀ ଙ୍କୁ ବିକ୍ରି କରାଯାଉଛି । ଉକ୍ତ ରନ୍ଧା ଖାଦ୍ୟ ସାମଗ୍ରୀ ଉଚ୍ଚ ମୂଲ୍ୟରେ ବିକ୍ରି କରିବା ସହ ଫେରିବାଲା ଅନାୟାସରେ ଟ୍ରେନ ରେ ଚଢି ରନ୍ଧା ସାମଗ୍ରୀ ସହ ଗୁଟକା, ତମ୍ବାଖୁ ମନ୍ଧ୍ୟ ବିକ୍ରି କରିବା ଅଭିଯୋଗ ହେଉଛି । ରେଳ ବିଭାଗ ପୋଲିସ କର୍ମଚାରୀ ଉକ୍ତ ଫେରିବାଲା ଙ୍କ ସହ ସଲସୁତୁରା ନୀତି କରି ପ୍ରୋତ୍ସାହନ ଦେଇଅସୁଥିବା ଅଭିଯୋଗ ହୋଇଛି । ଏ ନେଇ ବିଭାଗୀୟ ମୁଖ୍ୟ ଅଧିକାରୀ ତୁରନ୍ତ ଦୃଷ୍ଟି ଦେବାକୁ ଜନସେବା ସଙ୍ଘ ତରଫରୁ ଦୃଢ଼ ଦାବୀ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like