-+91-9937148622 |

prerana_bgr@rediffmail.com |

  Sunday 26th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||      ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ କୁ ନେଇ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ   (25-Jul-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ପଛୁଆ ବର୍ଗ ଙ୍କ ବିକ୍ଷୋଭ

27-Jul-2021



ନୟାଗଡ(ପ୍ରେରଣା ଖବର ବ୍ୟୁରୋ): ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା କଳାହାଣ୍ଡି ଶାଖା ତରଫରୁ କେନ୍ଦ୍ର ସରକାର ନିଟରେ ଓବିସି ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ନ ଦେବାରୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ,ପଛୁଆ ବର୍ଗ ମୋର୍ଚ୍ଚା ନୂଆଦିଲ୍ଲୀ ଶ୍ରୀଯୁକ୍ତ ଚୌଧୁରୀ ବିକାଶ ପଟେଲ ଙ୍କ ତତ୍ବାବଧାନରେ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓଡିଶା ରାଜ୍ୟ ସଭାପତି ଶ୍ରୀଯୁକ୍ତ ଜଗଦୀଶ ଯାଦବ, ଉପସଭାପତି ବ୍ୟୋମକେଶ ପରିଡା ଙ୍କ ନେତୃତ୍ୱରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲାପାଳଙ୍କୁ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କଳାହାଣ୍ଡି ଶାଖା ତରଫରୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଭାରତରେ ୨୬୭ ସରକାରୀ ମେଡ଼ିକାଲ କଲେଜ ଅଛି । ରାଜ୍ୟ ମେଡ଼ିକାଲ କଲେଜରୁ କେନ୍ଦ୍ରର ୧୫% ୟୁଜି ଓ ପିଜିରେ ୫୦% ସଂରକ୍ଷଣ ଥିଲା କିନ୍ତୁ ବର୍ତ୍ତମାନ କେନ୍ଦ୍ର ସରକାର ଓବିସି ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରୁ ନାହାନ୍ତି  ।ଯାହା ଫଳରେ ଓବିସି ମହଲରେ ଉଦବେଗ ପ୍ରକାଶ ପାଇଛି ଓବିସିଙ୍କ ସ୍ୱାର୍ଥ ଦୃଷ୍ଟିରୁ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାଧାରଣ ସଂପାଦକ ଆଦିତ୍ୟ ହଂସ ଯାଦବ, ପୂର୍ଣଚନ୍ଦ୍ର ବାଗ,ଧର୍ମେନ୍ଦ୍ର ନାଗ, ପିତ ଗୌଡ଼, ଦାମ ସିଂହ,କଳ୍ପେଶ୍ୱର ନାଏକ ,ଯୁବରାଜ ଛାତ୍ରୀଆ, କୁନୁ ଦୁର୍ଗା, ସୁରେଶ ଚନ୍ଦନ,ମନୋହର ନାଏକ, ରାଷ୍ଟ୍ରୀୟ ମୁସଲିମ ମୋର୍ଚ୍ଚା ରାଜ୍ୟ ସଭାପତି ମେହେବୁବ ରାଜା ପ୍ରମୁଖ ଉପସ୍ଥିତ ଥିଲେ । ଏହି ରାଷ୍ଟ୍ର ବ୍ୟାପି ଚରଣ ବଦ୍ଧ ଆନ୍ଦୋଳନରେ ଦ୍ୱତୀୟ ଚରଣ ୨୬ ଜୁଲାଇରେ ରାଷ୍ଟ୍ରୀୟ ସ୍ତରରେ ସମସ୍ତ ଜିଲ୍ଲା ମୁଖ୍ୟାଳୟ ସମ୍ମୁଖରେ ଧାରଣା ପ୍ରଦର୍ଶନ ଓ ତୃତୀୟ ଚରଣ ଆସନ୍ତା ୩ ଅଗଷ୍ଟରେ ଜନପଦ ମୁଖ୍ୟାଲୟରେ ରାଲି ପ୍ରଦର୍ଶନ କରାଯିବ ବୋଲି ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ଓଡିଶା ରାଜ୍ୟ ସଭାପତି ଶ୍ରୀଯୁକ୍ତ ଜଗଦୀଶ ଯାଦବ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026
  ଜିଲ୍ଲା  
ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   26-Jul-2026

You Might Also Like