-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଅପରାଧ

୬ ହାଇୱେ ଲୁଟେରାଙ୍କୁ ଗିରଫ କଲା ପୋଲିସ,ମାରଣାସ୍ତ୍ର ସହ ପିସ୍ତଲ ଜବତ, ଦେଖାଇଲେ ଡେମୋ,କିଭଳି କରୁଥିଲେ ଲୁଟ

27-Jul-2021



ବଲାଙ୍ଗୀର,(ପ୍ରେରଣା ଖବର) :ବଲାଙ୍ଗୀର ଜିଲ୍ଲା ପୋଲିସ ଦ୍ବାରା ୬ ହାଇୱେ ଲୁଟେରା ଗିରଫ। ସେମାନଙ୍କୁ ଠାରୁ ମାରଣାସ୍ତ୍ର ଓ ପିସ୍ତଲ ଜବତ ହୋଇଛି । ବଲାଙ୍ଗୀର ଜିଲ୍ଲା ଦେଇ ଦୁଇଟି ରାଜପଥ ବରଗଡ-ବୋରିଗୁମ୍ମା ୨୬ନମ୍ବର ଜାତୀୟ ରାଜପଥ ଓ ୫୭ନମ୍ବର ବଲାଙ୍ଗୀର-ଖୋର୍ଦ୍ଧା ଜାତୀୟ ରାଜପଥ ଯାଇଛି । ଏବେ ଏହି ଦୁଇ ରାଜପଥରୁ ସବୁ ସମୟରେ ଡକାୟତି ହୋଇ ଆସୁଥିବା ନେଇ ଅଭିଯୋଗ ହୋଇଛି।ଯାହାକୁ ନେଇ ବଲାଙ୍ଗୀର ଏସପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସର

ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଥିଲା। ତେବେ ବଲାଙ୍ଗୀର ଏସଡିପିଓ ତୁଫାନ ବାଗଙ୍କ ନେତୃତ୍ବରେ ଏହି ଟିମ୍ ଦିନ ରାତି ଏକ କରି ଏକ ବଡ଼ ହାଇୱେ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛନ୍ତି।

ଯେଉଁଥିରେ ପୋଲିସ ୬ ଜଣଙ୍କୁ ଗିରଫ କରିଥିବାବେଳେ ତାଙ୍କ ଠାରୁ ଗୋଟିଏ ଖଣ୍ଡା ଓ ଏକ ଅଟୋମେଟିକ୍ ପିସ୍ତଲ ପୋଲିସ ଜବତ କରିଛି। ସେହିପରି ଏହି ଗ୍ୟାଙ୍ଗରେ ଆହୁରି ୪ ଜଣ ଫେରାର ଥିବା ବେଳେ ପୋଲିସ୍ ସେମାନଙ୍କୁ ଧରିବା ପାଇଁ ତନାଘନା ଜାରି ରଖିଛି। ତେବେ ଆଜି ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କୁ କିଭଳି ଭାବରେ ହାଇଓ୍ବେରେ ବିଭିନ୍ନ ଟ୍ରକ ଓ ଗାଡି ଅଟକାଇ ଲୁଟ କରୁଥିଲେ ତାହାର ଡେମୋ ଦେଖାଇଛନ୍ତି ।

ବଲାଙ୍ଗୀର ଏସଡିପିଓ ତୁଫାନ ବାଗଙ୍କ ନେତୃତ୍ବରେ ସମ୍ବଲପୁର ବଲାଙ୍ଗୀର ୨୬ ନମ୍ବର ଜାତୀୟ ରାଜପଥ ସହର ଠାରୁ ୬ କିଲୋମିଟର ଦୁରରେ ଛୁଇବନ୍ଧ ପାଖରେ କରିଛି ଡେମୋ। ତେବେ ୪ ଜଣ ଡକାୟତଙ୍କ ମୁହଁରେ ଧଳା କନା ଢାଙ୍କି ସେମାନେ କିଭଳି ଭାବରେ ଡକାୟତ ସହ ଲୁଟତରାଜ ଚଳାଇଥିଲେ ସେ ନେଇ ସବୁ ଘଟଣାକୁ ଡେମୋ କରି ଦେଖାଇଥିଲେ। ତେବେ କିଛି ଯୁବକ ସହରର ଆରମ୍ଭ ଓ ଶେଷ ପଏଣ୍ଟ ରହି ସମସ୍ତ ସୁଚନା ସହର ବାହାରେ ଥିବା ଡକାୟତ ମାନଙ୍କୁ ଦେଉଥିବା ବେଳେ ପାଖା ପାଖି ୬ ରୁ ୮ ଜଣ ଘଟଣା ସ୍ଥଳରେ ରହି ଅଘଟଣ ଘଟାଉଥିଲେ । କାହାକୁ ମାଡ ମାରୁଥିବା ବେଳେ କାହାକୁ ବନ୍ଧୁକ ଖଣ୍ଡା ଭଳି ମାରଣାଅସ୍ତ୍ର ଦେଖାଇ ଡରାଉଥିଲେ। ସେ ସମସ୍ତ ଘଟଣା କୁ ବର୍ଣ୍ଣନା କରିବା ସହ ଡେମୋ କରି ଦେଖାଇଥିଲେ ଗିରଫ ଡତାୟକ ମାନେ।  ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କୁ ଡାକ୍ତରୀ ମାଇନା ପରେ କୋର୍ଟ ଚାଲାଣ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like