-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ଐତିହାସିକ ପର୍ଯ୍ୟଟନ ସ୍ଥଳ ହରିଶଂକର ଠାରେ କଂଟାବାଞ୍ଜି ପ୍ରେସ କ୍ଲବର ବନ୍ଧୁ ମିଲନ

27-Jul-2021



କଣ୍ଟାବାଞ୍ଜି ( ଆନନ୍ଦ କୁମାର ମୋଟେ ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଐତିହାସିକ ପର୍ଯ୍ୟଟନ ସ୍ଥଳ ହରିଶଂକର ଠାରେ କଂଟାବାଞ୍ଜି ପ୍ରେସ କ୍ଲବର ବନ୍ଧୁ ମିଲନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରେସ କ୍ଲବ ଗତ ୧ ବର୍ଷ ଭିତର ଯେଉଁ ସବୁ ଜନମଂଗଳ କାମ କରିଛି ସେ ଉପରେ ଆଲୋଚନା କରାଯାଇଥିଲା । ସଂଗଠନ ଆରମ୍ଭ ହେବା ଦିନ ଠାରୁ ଆଜିଯାଏ ଦୁଇ ଦୁଇ ଥର ରକ୍ତଦାନ ଶିବିର ଆୟୋଜନ କରି ପ୍ରାୟ ୨୫୦ ରୁ ଅଧିକ ୟୁନିଟ ରକ୍ତ ସଂଗ୍ରହ, ନିଶୁଲ୍କ ଚକ୍ଷୁ ଚିକିତ୍ସା ଶିବିର, ପ୍ରଶାସନର ସହଯୋଗରେ କୋଭିଡ ଟିକା କରଣ କାର୍ଯ୍ୟକ୍ରମ, ଅସହାୟ ମାନଙ୍କୁ କୋଭିଡ ସମୟରେ ମାକ୍ସ, ରନ୍ଧ୍ୟା ଖାଦ୍ୟ ବଂଟନ, କୋଭିଡ ରୋଗୀଙ୍କୁ ଅକ୍ସିଜେନ ସେବା, ପ୍ରଶାସନକୁ ନିଜ ତରଫରୁ ଅକ୍ସିଜେନ ପ୍ରଦାନ କରିବା ଭଲି ଅନେକ ସମାଜସେବା କାମ କରିଛନ୍ତି । କୋଭିଡର ଦ୍ୱିତିୟ ଲହରି ସମୟରେ  ବଲାଙ୍ଗିର ପ୍ରଶାସନକୁ ଅକ୍ସିଜେନ ସେବାରେ ସହଯୋଗ କରିଥିବାରୁ ଜିଲ୍ଲାପାଳ ଚଂଚଳ ରାଣା କଂଟାବାଞ୍ଜି ତହସିଲଦାର ଅଶୋକ କୁମାର ମାଝୀଙ୍କୁ ଜରିଆରେ କିଛି ଦିନ ତଲେ ପ୍ରଶଂସା ପତ୍ର ଦେଇ ପ୍ରେସ କ୍ଲବର ଏଭଲି କାମ ପାଇଁ ଧନ୍ୟବାଦ ଜଣାଇଥିଲେ । ତେବେ ବନ୍ଧୁ ମିଳନ ଅବସରରେ ହୋଇଥିବା ବୈଠକରେ ଆଗକୁ ମଧ୍ୟ ପ୍ରେସ କ୍ଲବ ଏଭଲି ଜନମଂଗଳ କାମ ଜାରି ରଖିବ ବୋଲି ସଦସ୍ୟ ମାନେ ଶପଥ ନେଇଥିଲେ । ଏହା ସହ ଖପ୍ରାଖୋଲ ରେଂଜର ଶ୍ରୀବତ୍ସ କୁମୁରାଙ୍କ ସହଯୋଗ ଏବଂ ଫରେଷ୍ଟର ପ୍ରିୟବ୍ରତ ମହାକୁଡଙ୍କ ଉପସ୍ଥିତିରେ ବୃକ୍ଷ ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରେସ କ୍ଲବ କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ସଂପାଦକ ପୁଷ୍ପକେତୁ ବେହେରା, ଉପସଭାପତି ରଶ୍ମିରଂଜନ ପୁଟେଲ, ପରାମର୍ଶଦାତା ଆନନ୍ଦ ମୋଟେ, ଆଶିଷ ଖଇତାନ, ଦୁର୍ଗାପ୍ରସାଦ ଗୁପ୍ତା, କାର୍ଯ୍ୟକାରୀ ସଦସ୍ୟ ସୁବ୍ରତ ମହାକୁଡ଼, ରୋହନ ମହତ, ବିସିକେଶନ ମାଝୀ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like