-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର, କଳାହାଣ୍ଡି,ନୂଆପଡା ଆଂଚଳିକ ଦୁଗ୍ଧ ସଂଘର ଭ୍ରାମ୍ୟମାଣ ଗୋ ଚିକିତ୍ସା ସେବା ଓ ମୋ ଯତ୍ନ ସମ୍ବନ୍ଧୀୟ ଦୂରଭାଷା ପରାମର୍ଶ ସେବା କେନ୍ଦ୍ର ଉଦ୍‌ଘାଟିତ

27-Jul-2021



ବଲାଙ୍ଗୀର, ଆଜି ପୂର୍ବାହ୍ନରେ ସସ୍ଥାନୀୟ ଲର୍କିପାଲି ସ୍ଥିତ ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ପରିସରରେ ବଲାଙ୍ଗୀର, କଳାହାଣ୍ଡି,ନୂଆପଡା ଆଂଚଳିକ ଦୁଗ୍ଧ ସଂଘର ଭ୍ରାମ୍ୟମାଣ ଗୋ ଚିକିତ୍ସା ସେବା ଓ ମୋ ଯତ୍ନ ସମ୍ବନ୍ଧୀୟ ଦୂରଭାଷା ପରାମର୍ଶ ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲେ । ବର୍ତମାନ ସୁଦ୍ଧା ସଂଘ ମାଧ୍ୟମରେ ୧୫ହଜାର ଦୁଗ୍ଧ ଚାଷୀ ସାମିଲ ହୋଇଛନ୍ତି ଓ ସେମାନଙ୍କ ଠାରୁ ଦୈନିକ ୬୫ହଜାର ଲିଟର ଦୁଗ୍ଧ ସଂଗ୍ରହ କରାଯାଉଛି ବୋଲି ଶ୍ରୀ ତ୍ରିପାଠୀ

ନିଜ ଅଭିଭାଷଣରେ ପ୍ରକାଶ କରିଥିଲେ । ପାରମ୍ପରିକ ଚାଷ ସହ ଗୋପାଳନ, ମାଛ ଚାଷ ଓ ଉଦ୍ୟାନ କୃଷି ଉପରେ ଚାଷୀ ମାନେ ଆଗ୍ରହ ପକାଶ କଲେ ସେମାନଙ୍କୁ ଆର୍ଥିକ ଅବସ୍ଥା ଉନ୍ନତ ହୋଇପାରିବ ବୋଲି ଶ୍ରୀ ତ୍ରିପାଠୀ ପରାମର୍ଶ ଦେଇଥିଲେ ।  ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାପାଳ ତଥା ବଲାଙ୍ଗୀର, କଳାହାଣ୍ଡି,ନୂାଆପଡା ଆଂଚଳିକ ଦୁଗ୍ଧ ସଂଘର ପ୍ରଶାସକ ଚଂଚଳ ରାଣା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡା. ଦିଗାମ୍ବର ନାଏକ, ସଂଘର ସାଧାରଣ ପରିଚାଳକ ଡ. ସରୋଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବଲାଙ୍ଗୀର, କଳାହାଣ୍ଡି,ନୂଆପଡା ଆଂଚଳିକ ଦୁଗ୍ଧ ସଂଘର ଗୋପାଳନ ମାଧ୍ୟମରେ ଗ୍ରାମାଂଚଳର ଦୁଗ୍ଧ ଚାଷୀ ମାନଙ୍କ ସାମାଜିକ ଓ ଆର୍ଥିକ ଉତ୍‌ଥାନ ସଂପର୍କରେ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ୩ଜଣ ପ୍ରାଣୀ ଚିକିତ୍ସକ ଡ. ଭବାନୀ ଶଙ୍କର ବେହେରା, ଡ. ସୁବ୍ରତ କୁମାର ରଥ ଓ ଡ, ପଲ୍ଲବୀ ପ୍ରୀୟଦର୍ଶିନୀଙ୍କୁ ଗୋପାଳନ ଦିଗରେ ବିଶେଷ ଅବଦାନ ପାଇଁ ସମ୍ମାନିତ କରାଯାଇଥିଲା ।  ଦୁଗ୍ଧ ପାଳନ କ୍ଷେତ୍ରରେ 

ଅବଦାନ ପାଇଁ ଜଣେ ଦୁଗ୍ଧ ଚାଷୀ ସତ୍ୟ ନାରାୟଣ ବେହେରାଙ୍କୁ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ବଲାଙ୍ଗୀର, କଳାହାଣ୍ଡି,ନୂଆପଡା ଆଂଚଳିକ ଦୁଗ୍ଧ ସଂଘର ସମସ୍ତ ସମିତିର ସଂପାଦକ ଓ ହେଡ୍ ଲୋଡର ମାନଙ୍କୁ ଜୀବନ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଏଥିସହ ଦୁଗ୍ଧ ସଂଘର ଦ୍ୱିତୀୟ ସଂସ୍କରଣର ସମାଚାର ପୁସ୍ତିକାକୁ ଅତିଥି ମାନେ ଉନ୍ମୋଚନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଦୁଗ୍ଧ ସଂଘର ସାଧାରଣ ପରିଚାଳକ ଡ. ସରୋଜ କୁମାର ସାହୁ ପରିଚାଳନା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026

You Might Also Like