-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ମହାନଗର

ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଉପରେ ବାରମ୍ବାର ଆକ୍ରମଣ ପଟିବାଦରେ ଡିଜିଙ୍କୁ ସାକ୍ଷାତ କଲା ଛାତ୍ର କଂଗ୍ରେସ

27-Jul-2021



କଟକ (ଦୀପକ କୁମାର ଷଡଙ୍ଗୀ) : ଆଜି କଟକ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ସାମ୍ବାଦିକ ମାନଙ୍କ  ଉପରେ  ହେଉଥିବା ବାରମ୍ବାର ଆକ୍ରମଣ , କେନ୍ଦ୍ରାପଡ଼ା ଜିଲ୍ଲାରେ ସାମ୍ବାଦିକଙ୍କୁ ମହିଳା ଥାନା ଅଧିକାରୀ ହାତ ଉଠେଇ  ଯେଉଁ ଅଶାଳୀନ ଭାଷା ସହ ଯେଉଁ ଦୁର୍ବ୍ୟବହାର ପ୍ରଦର୍ଶନ କଲେ ତାହା ଏହି ସମାଜ ଆଉ ଗଣତନ୍ତ୍ର ପାଈଁ  ଲଜ୍ଜ୍ୟା ଜନକ , ଏହି ଉଦ୍ଦେଶ୍ୟରେ ଓଡ଼ିଶା ପ୍ରଦେଶ  ଛାତ୍ର କଂଗ୍ରେସ ସଭାପତି ଶ୍ରୀଯୁକ୍ତ ୟାଶିର ନୱାଜଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ତଳ ପୋଲିସ ଡିଜି ଙ୍କୁ ସାକ୍ଷାତ କରି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ ,ନିଜ ବୁକ୍ତବ୍ୟରେ କହିଥିଲେ ଯେଉଁ ମହିଳା ଅଧିକାରୀ ଏହିପରି ଦୁର୍ବ୍ୟବହାର କରିଛନ୍ତି ତୁରନ୍ତ ବରଖାସ୍ତ କରାଯାଉ ,ଏସି / ଏଷ୍ଟି ଆଇନ ଅନୁଯାୟୀ  ଅଭିଯୋଗ ଦାଖଲ କରାଯାଉ , ତତ୍ ସହିତ ଏସପି ଙ୍କୁ କାରଣ ଦର୍ଶାଅ ନୋଟିସ ଜରିକରାଯାଉ ବୋଲି ଅଭିଯୋଗ କରିଥିଲେ । ଏହି ପ୍ରତିନିଧି ମଣ୍ଡଳରେ ଡକ୍ଟର ବିପ୍ଳବ ଶିଲାଦିତ୍ୟ  (ଓଡ଼ିଶା ଯୁବ କଂଗେସ ରାଜ୍ୟ ସାଧାରଣ ସମ୍ପାଦକ ) ଦୀପକ ମହାନ୍ତି (କଟକ ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି) ସଦାଶିବ ବାରିକ ( ସମ୍ପାଦକ କଟକ ଜିଲ୍ଲା କଂଗ୍ରେସ) ସଚ୍ଚିଦାନନ୍ଦ ରାଉତ (ସମ୍ପାଦକ କଟକ ଜିଲ୍ଲା କଂଗ୍ରେସ) ଆଶୁତୋଷ ରାଉତ୍ ( ଓଡ଼ିଶା ଛାତ୍ର କଂଗ୍ରେସ ରାଜ୍ଯ ସମ୍ପାଦକ ) ସୁନୀଲ ମାଟିଆ (ଓଡ଼ିଶା ଛାତ୍ର କଂଗ୍ରେସ ରାଜ୍ୟ ଉପସଭାପତି ) ପର୍ଭେଶ ଅକ୍ତାର ( କେନ୍ଦ୍ରାପଡ଼ା ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି )ଙ୍କ ସହିତ ଛାତ୍ର କଂଗ୍ରେସ ଓ ଯୁବ କଂଗ୍ରେସର ବହୁ କର୍ମୀ ଙ୍କ ଉପସ୍ଥିତିରେ ପୋଲିସ ଡିଜିଙ୍କୁ ଏକ ସ୍ମାରକୀ ପତ୍ର ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like