-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଆଶୀର୍ବାଦ" ଯୋଜନା ର ଅଭିମୁଖୀକରଣ ବୈଠକ

27-Jul-2021



ସୁବର୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଶୁ ସୁରକ୍ଷା କମିଟି, ଜିଲ୍ଲା ସ୍ତରୀୟ ଟାକ୍ସଫୋର୍ସ (ବାଲ୍ୟ ବିବାହ )ତଥା ଆଶୀର୍ବାଦ ଯୋଜନା ଆଭିମୁଖୀକରଣ ବୈଠକ ଜିଲ୍ଲପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାର ଶିଶୁ ମାନଙ୍କ ସୁରକ୍ଷା ଦିଗରେ ଆବଶ୍ୟକ ଯତ୍ନବାନ ହୋଇ ଦଳଗତ ଭାବେ  କାର୍ଯ୍ୟ କରିବା ସହିତ ଶିଶୁଙ୍କ ନିମନ୍ତେ ଉଦ୍ଧିଷ୍ଟ  ସରକାରଙ୍କ ବିଭିନ୍ନ ଯୋଜନାରେ ଯୋଗ୍ୟ ଶିଶୁଙ୍କୁ ନିଶ୍ଚିତ ସାମିଲ କରିବାକୁ ଜିଲ୍ଲପାଳ ଶ୍ରୀମତୀ ନରୱଣେ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ସେହିପରି ଜିଲ୍ଲାରେ ବାଲ୍ୟ ବିବାହ ଯେପରି ନ ହେବ ସେଥିପ୍ରତି  ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ପ୍ରଦାନ କରି ତୃଣମୂଳ ସ୍ତରରେ ବ୍ୟାପକ ସେଚାତନାତା ସୃଷ୍ଟି କରିବା,ସହ  ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ସାମିଲ କରିବାକୁ ଗୁରୁତ୍ୱାରୋପ କରିଛନ୍ତି l ପୁନଶ୍ଚ ବୈଠକରେ  ଶିଶୁ ସୁରକ୍ଷା ନିମନ୍ତେ ନୂତନ ଭାବେ କାର୍ଯ୍ୟକାରୀ ହେଉଥିବା ରାଜ୍ୟ ସରକାରଙ୍କ ଆଶୀର୍ବାଦ ଯୋଜନା ର ସଠିକ ଓ ସୁନିଶ୍ଚିତ କାର୍ଯ୍ୟକାରିତା ଯେପରି ସମସ୍ତଙ୍କ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଂଚି ପାରିବ ସେଥି ପ୍ରତି ବିଶେଷ ଯତ୍ନବାନ ହେବାକୁ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଏହା ଉଲ୍ଲେଖଯୋଗ୍ୟ ଯେ ଜିଲ୍ଲାରେ ଏପର୍ଯ୍ୟନ୍ତ 27 ଜଣ ଅନାଥ ଶିଶୁ ଓ 759ଜଣ ଯେଉଁମାନେ ପରିବାରର ମୁଖ୍ୟ ରୋଜଗାରକ୍ଷମ ବ୍ୟକ୍ତି ଙ୍କୁ ହରାଇଛନ୍ତି, ସର୍ବମୋଟ 786 ଜଣ ଶିଶୁ ପ୍ରଥମ ପର୍ଯ୍ୟାୟ ସମାପ୍ତ ପରେ ଆଶୀର୍ବାଦ ଯୋଜନା ନିମନ୍ତେ ଚି଼ହ୍ନଟ ହୋଇଥିବା ବେଳେ 72ଟି ଦରଖାସ୍ତ ଏହି ଯୋଜନା ନିମନ୍ତେ ବିଭାଗ ଦ୍ୱାରା  ଗ୍ରହଣ କରାଯାଇଥିବା   ଡ଼ି ସି ପି ଓ ସୂଚନା ପ୍ରଦାନ କରିଛନ୍ତି l ବୈଠକରେ ଜିଲ୍ଳା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ ପ୍ରାରମ୍ଭିକ ସୂଚନା ଦେବା ସହ ଆଶୀର୍ବାଦ ଯୋଜନାର ରୂପରେଖ ତଥା ବିସ୍ତୃତ ତଥ୍ୟ  ଉପସ୍ଥାପନା କରିଥିଲେ l ଏକ୍ସନଏଡ଼ ଜିଲ୍ଲା ସଂଯୋଜକ (ପରାମର୍ଶଦାତା )ବାଲ୍ୟ ବିବାହ ଶ୍ରୀ  ରାକେଶ ପ୍ରଧାନ ପି ପି ପି ଜରିଆରେ ଜିଲ୍ଲାରେ ବାଲ୍ୟ ବିବାହ ସମ୍ୱନ୍ଧରେ ବିସ୍ତୃତ ଆଲୋଚନା  କରିଥିଲେ l ନିର୍ଦେଶକ ଚାଇଲଡ ଲାଇନ ଶ୍ରୀ ଅନଙ୍ଗ କୁମାର ନେଗୀ ଚାଇଲଡ ଲାଇନ ସମ୍ୱନ୍ଧରେ ବୈଠକରେ ବିଭିନ୍ନ କାର୍ୟକ୍ରମ ର ସୂଚନା ଦେଇଥିଲେ l ଏହି କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ପି ଡ଼ି ଡ଼ି ଆର ଡ଼ି ଏ ଶ୍ରୀ ଡୋଳାମଣି ପଟେଲ, ଅତିରିକ୍ତ ଜିଲ୍ଲାପାଳ ନିଶିପୁନମ ମିଞ୍ଜ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜେ ଜେ ପଟେଲ, ଯୋଗଦାନ କରି ନିଜ ନିଜର ମତାମତ ପ୍ରଦାନ କରିଥିଲେ l ଶ୍ରୀ ବିଜୟ ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ l  ବୈଠକରେ ଜିଲ୍ଲା ସ୍ତରୀୟ ଅଧିକାରୀ, ଡ଼ି ଏସ ଡବ୍ଲୁ ଓ ଅନିତା ଗୁରୁ, ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ୍ୟ ଶ୍ରୀ ହିମାଂଶୁ ଭୂଷଣ ନାୟକ, ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ସି ଏସ ଓ ପବିତ୍ର କୁମାର ସାହୁ, ଡ଼ି ପି ଓ ଇପ୍ସିତା  ମିଶ୍ର, ଅତିରିକ୍ତ ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡ଼ତ୍ୟା, ପ୍ରିନସିପାଲ ପୋଲିଟେକନିକ ଗୌର ହରି ସାହୁ, ତଥା ସମସ୍ତ  ସି ଡି ପି ଓ ପ୍ରମୁଖ ଙ୍କ ସହ ଜିଲ୍ଲା  ଚାଇଲଡ ଲାଇନର କର୍ମକର୍ତ୍ତା ଓ  ଶିଶୁ ସୁରକ୍ଷା ବିଭାଗ ର  କର୍ମକର୍ତ୍ତା ପ୍ରଭୁତି ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like