-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ପାଣିରେ ବୁଡି ଯୁବକ ମୃତ

28-Jul-2021



କୋଦଳା: ମଙ୍ଗଳବାର ଜଣେ ଯୁବକ ପାଣିରେ ବୁଡି ମୃତ୍ୟୁ ହୋଇଯାଇଛି। ସୂଚନା ମୁତାବକ  ଶଙ୍କର ପ୍ରଧାନ ନାମକ ଯୁବକ(୨୩) ତାଙ୍କ ଗ୍ରାମ ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀରେ, କୌଣସି କାର୍ଯ୍ୟ ରେ ମଙ୍ଗଳବାର ବେଗୁନିଆପଡା ସ୍ଥିତ ଓଡ଼ନଇଁ ଗ୍ରାମକୁ ଯାଇଥିଲେ ।କିନ୍ତୁ କୌଣସି କାରଣ ବଶତ ରାସ୍ତାରେ ଥିବା ଏକ ଶଙ୍ଖ ଠାରେ ବୁଡି ଯାଇଥିଲେ। ଏବଂ ତାଙ୍କ ସାଙ୍ଗ ମାନେ ତାଙ୍କୁ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ତାଙ୍କ ସାଙ୍ଗମାନେ  ଘର ଲୋକଙ୍କୁ ଖବର ଦେଇଥିଲେ। ଏହା ପରେ ତାଙ୍କ ପରିବାର ଲୋକ ସେଠାରେ ପହଁଚିଥିଲେ ଏଭଳି ମୃତ୍ୟ ଉପରେ ପୋଲିସ କୁ ଖବର ଦେଇଥିଲେ। କୋଦଳା ଓ ବେଗୁନିଆପଡା ପୋଲିସ ଶବ ନିକଟରେ ପହଁଚି ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like