-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବିନ୍ଧାପାଳି ଖେଳପଡିଆ ନିର୍ମାଣରେ ବ୍ୟାପକ ଅନିୟମିତତା

28-Jul-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଖେଳକୁଦର ବିକାଶ ନିମନ୍ତେ ମାଲମାଲ ଯୋଜନା କରି  କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏସବୁ କିନ୍ତୁ ବଲାଙ୍ଗୀର ଜିଲ୍ଲାର ଆଗଲପୁର ବ୍ଲକରେ ପ୍ରସହନ ପାଲଟିଥିବା ଦେଖିବାକୁ ମିଳିଛି । ଆଗଲପୁର ବ୍ଲକରେ କ୍ରୀଡ଼ାର ବିକାଶ ନିମନ୍ତେ ରାଜ୍ୟ ସରକାର ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ବ୍ୟୟବରାଦ କରି ବିଭିନ୍ନ ପଞ୍ଚାୟତ ମାନଙ୍କରେ ଉନ୍ନତ ମାନର ଖେଳପଡ଼ିଆ ନିର୍ମାଣ କରିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି । କିନ୍ତୁ  ଆଗଲପୁର ବ୍ଲକରେ ନିର୍ମ ମାନର ଖେଳ ପଡିଆ ନିର୍ମାଣ କରି ଠିକାଦାର ଏବଂ ସରକାରୀ ଅଧିକାରୀ ମାଲେମାଲ ହୋଇଥିବା ବେଳେ ଖେଳ ପଡ଼ିଆର ଉନ୍ନତିକରଣ ର ଗୋଟିଏ ବର୍ଷ ମଧ୍ୟ ନପୁରୁଣୁ ତାହା ଭାଙ୍ଗି ନଷ୍ଟ ହୋଇଥିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଆଗଲପୁର ବ୍ଲକ ଭରସୁଜା ଗ୍ରାମ ପଞ୍ଚାୟତର ବିନ୍ଧାପାଳି ଗାଁରେ । ସୂଚନା ଅନୁସାରେ ବିନ୍ଧାପାଳି ଗାଁ ରେ ୨୦୧୭-୧୮ ମସିହା ରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମଣି ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ଫାଇଲ ଖୋଲି ୨୦/୧/୨୦୨୦ ରେ   ୮ ଲକ୍ଷ୍ୟ ୮୫ ହଜାର ଟଙ୍କାର ଖେଳ ପଡିଆ ନିର୍ମାଣ ହୋଇଥିବା ସୂଚନା ରହିଛି । ଏହି ଖେଳ ପଡିଆ ନିର୍ମାଣ ରେ ବ୍ୟାପକ ମାତ୍ରାରେ ଦୁର୍ନାତି ହୋଇଥିବାର ଅଭିଯୋଗ ମଧ୍ୟ ହୋଇଛି । ଖେଳ ପଡିଆ ନିର୍ମାଣର ଏକ ବର୍ଷ ନ ପୁରୁଣୁ ନିର୍ମାଣ ଧୀନ ସାମଗ୍ରୀ ଭାଙ୍ଗି ନଷ୍ଟ ହେଇଥିବା ବେଳେ ଅଧାକାମ ଅସମ୍ପୂର୍ଣ ମଧ୍ୟ ହୋଇ ସମ୍ପୂର୍ଣ୍ଣ ଟଙ୍କା ଉଠାଣ କରିଥିବା ଅନୁମାନ କରାଯାଉଛି । ଏଠାରେ ପ୍ରଶ୍ନ ଉଠେ ଯଦି ଠିକ ଭାବରେ ପଡିଆ ନିର୍ମାଣ ହୋଇଛି ତେବେ ପଡ଼ିଆରେ କାହିଁକି ବଡ ବଡ ଗଛ ଉଠିଲାଣି ଏବଂ ବସିବା ଚୌକି କିପରି ଭାଙ୍ଗି ପଡିଛି । ଏମିତି ଅନେକ ପ୍ରଶ୍ନ ? ପଡିଆ ନିର୍ମାଣରେ ପ୍ରଶାସନିକ ଅଧିକାରୀ ଏବଂ ଠିକାଦାର ମଧ୍ୟରେ  ମଧୁଚନ୍ଦ୍ରିକା ଯୋଗୁଁ ଏଭଳି ଅବସ୍ଥା ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ତେବେ ସବୁଠାରୁ ବଡ ପ୍ରଶ୍ନ ବିନ୍ଧାପାଳି ଖେଳ ପଡିଆ ନିର୍ମାଣରେ ହୋଇଥିବା  ଅନିୟମିତତା ର  ତଦନ୍ତ କରିବେ କି ସରକାରୀ ବାବୁ ? କ୍ରୀଡ଼ାର ବିକାଶ ଚିନ୍ତା କରୁଥିବା ମନ୍ତ୍ରୀ ତୁଷାରକାନ୍ତ ବେହେରା ଏଦିଗରେ ଧ୍ୟାନ ଦେଇ ଦୁର୍ନାତି ଗ୍ରସ୍ଥ ସରକାରୀ ଅଧିକାରୀ  ଏବଂ ଠିକାଦାର ଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବେ କି ତାହା ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like