-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ରାଜ୍ୟ

ଅଗଷ୍ଟ ରୁ ଅକ୍ଟୋବର ଭିତରେ  ତୃତୀୟ ଲହର ଆସିବାର ଅଛି:  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

28-Jul-2021



ଅଗଷ୍ଟ ରୁ ଅକ୍ଟୋବର ଭିତରେ  ତୃତୀୟ ଲହର ଆସିବାର ଅଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । 
୫୪ ଜିଲ୍ଲାରେ ସଂକ୍ରମଣ ବଢୁଛି ବୋଲି କଲି କେନ୍ଦ୍ରସରକାର କହିଛନ୍ତି । ସେ ୫ ଜିଲ୍ଲା ଭିତରେ  ଆମର  କିଛି ଜିଲ୍ଲା ନାହିଁ। 
ବର୍ତ୍ତମାନ ସୁଦ୍ଧା ଦ୍ଵିତୀୟ ଲହରରୁ ଆମେ ବାହାରି ନାହୁଁ । ଜା ରି ର ହିଛି। ଖୋ କହିଛନ୍ତି l ଖୋର୍ଦ୍ଧା  ଓ କଟକରେ ସଂକ୍ରମଣ ତିନି ଅଙ୍କରେ ରହିଛି। ବିଶେଷଜ୍ଞଙ୍କ କହିବା ଅନୁଯାୟୀ ଯେହେତୁ ଏଠାକୁ ଅଧିକ ଲୋକ ଯିବା ଆସିବା କରୁଛନ୍ତି ସେଥିପାଇଁ  ଅଧିକ ରହୁଛି।

ତୃତୀୟ  ଲହର ପାଇଁ ସମସ୍ତ ପ୍ରସ୍ତୁତି ଅଛୁ। ଯାହା ଆବଶ୍ୟକ ସେ କାର୍ଯ୍ୟ କରାଯାଉଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଶ୍ରୀ ମହାପାତ୍ର କହିଛନ୍ତି । 

 ଭିତ୍ତିଭୂମି ମଧ୍ୟ ପ୍ରସ୍ତୁତ କରାଯାଉଛି।  ଟ୍ରେନିଂ ମଧ୍ୟ ଦିଆଯାଉଛି।  ସର୍ଭିଲାନ୍ସ ଅଧିକ ଗୁରୁତ୍ବ ଦିଆଯାଉଛି।  ଜାତୀୟ ରାଜପଥ କଡ଼ରେ ଥିବା ଜାଗା ରେ ସଂକ୍ରମଣ  ବଢୁଛି। ଯେଉଁ ମୃତ୍ୟୁ ଆସୁଛି ଏ ସବୁ ଅଡିଟ ରିପୋର୍ଟ।  ସେଥିପାଇଁ ଭିୟଭିତ ହେବାର କିଛି ନାହିଁ।ବୋଲି ସ୍ୱାସ୍ଥ୍ୟ ନିର୍ଦେଶକଙ୍କ ସୂଚନା ରହିଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like