-+91-9937148622 |

prerana_bgr@rediffmail.com |

  Saturday 25th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ    (24-Jul-2026)       ||      ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   (24-Jul-2026)       ||      ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   (24-Jul-2026)       ||      ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (24-Jul-2026)       ||      ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   (24-Jul-2026)       ||      *ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   (24-Jul-2026)       ||      ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି    (24-Jul-2026)       ||      ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   (24-Jul-2026)       ||      ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   (24-Jul-2026)       ||      ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   (24-Jul-2026)       ||      ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   (24-Jul-2026)       ||      ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   (24-Jul-2026)       ||      ଲାଞ୍ଚ ନେବା ପଡ଼ିଲା ମହଙ୍ଗା,ଉପକୋଷାଗାର ପୂର୍ବତନ କିରଣୀଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ।   (24-Jul-2026)       ||      ସ୍ତ୍ରୀ କୁ ହାଣି ହତ୍ୟା କଲା ସ୍ୱାମୀ - ଥାନା ରେ ଅଟକ ସ୍ୱାମୀ    (24-Jul-2026)       ||      ତଳସରା ବିଧାନସଭା କ୍ଷେତ୍ର ସ୍ତରୀୟ ଉନ୍ନୟନ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ   (23-Jul-2026)       ||      ଦିଲ୍ଲୀ ଜନ୍ତର-ମନ୍ତର ପ୍ରତିବାଦ ଓ ବିଜେଡ଼ି-କଂଗ୍ରେସ ଦୋମୁହାଁ ନୀତି ବିରୋଧରେ ବିଜେପିର ବିଶାଳ ଗର୍ଜନ*   (23-Jul-2026)       ||      "ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱ ହିଁ ସବୁଠାରୁ ବଡ଼ ଶକ୍ତି"   (23-Jul-2026)       ||      ପ୍ରଧାନ ଶିକ୍ଷକ ମାନଙ୍କ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ    (23-Jul-2026)       ||      କୋକସରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ଶିବିର ଅନୁଷ୍ଠିତ।   (23-Jul-2026)       ||      ଭାରତୀୟ ମଜଦୂର ସଂଘ ନୂଆପଡ଼ା ଶାଖା ଦ୍ଵାରା ୭୨ ତମ ପ୍ରତିଷ୍ଠା ଦିବସ ପାଳିତ   (23-Jul-2026)       ||     

HOME   ରାଜ୍ୟ

ହୀରାକୁଦ ହେବ ପଶ୍ଚିମ ଓଡିଶାର ଗେଟୱେ : ପଶ୍ଟିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

28-Jul-2021



ସମ୍ବଲପୁର (ପ୍ରେରଣା ଖବର) : ଆଜି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ୍ ତ୍ରିପାଠୀ ଏକ ସାମ୍ବାଦିକ ସମ୍ମିଳନୀ  ମାଧ୍ୟମରେ କିଛି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି l ହୀରାକୁଦ ହେବ  ପଶ୍ଚିମ ଓଡିଶାର ଗେଟୱେ , ପଯ୍ୟଟନ ରୁତୁରେ  ହୀରାକୁଦରେ ବୋଟିଂ କ୍ଲବ କରାଯିବା ସହ  ପଯ୍ୟଟକଙ୍କ ପାଇଁ ରହିବ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଛନ୍ତି l ଇକୋଟୁରିଜମ ପଦ୍ଧତିରେ କଟେଜ ତିଆରି ହବ   ୫ ବର୍ଷ ପାଇଁ ୧୩୦ କୋଟି ଟଙ୍କାରେ  ଡେବ୍ରିଗଡର ବିକାଶ କରାଯିଵ , ୱାଟର ସଫାରୀ ହେବ , ଗୋଟିଏ ମାସ ଭିତରେ ଶେଷହେବ ସହରର ଫ୍ଲାଇ ଓଭର କାମ ବୋଲି ଶ୍ରୀ ତ୍ରିପାଠୀ କହିଛନ୍ତି l ଆହୁରି ମଧ୍ଯ ସମଲେଇ ଯୋଜନାରେ  ସମଲେଇ ମନ୍ଦିରର  ବିକାଶ କାମ ଖୁବ ଶିଘ୍ର ଆରମ୍ଭ ହେବ ବୋଲି ଶ୍ରୀ ତ୍ରିପାଠୀ ସ୍ପଷ୍ଟ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ପାଦ୍ ଦୂର୍ ସର୍ଟ ଫିଲ୍ମ ର ଶୁଭ ମୁହରତ   24-Jul-2026
  ଜିଲ୍ଲା  
ଏସ୍.ଆଇ.ଆର୍. ପ୍ରକ୍ରିୟାର ଅଗ୍ରଗତିର ସମୀକ୍ଷା କଲେ ଆର୍ଥିକ ପରାମର୍ଶଦାତା ତଥା ଅତିରିକ୍ତ ସଚିବ   24-Jul-2026
  ଜିଲ୍ଲା  
ମୂଖ୍ଯମନ୍ତ୍ରୀ ସଡକ ଯୋଜନାରେ ମଞ୍ଜୁରୀ ହୋଇଥିବାରୁ ବିଧାୟକ ସନତ ଗଡତିଆଙ୍କୁ ଅଞ୍ଚଳବାସୀଙ୍କ ପ୍ରଂଶସା   24-Jul-2026
  ଜିଲ୍ଲା  
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   24-Jul-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନର ପ୍ରଭାବ - ଏକକ ବ୍ୟବହୃତ ପ୍ଲାଷ୍ଟିକ ଦନା ପରିବର୍ତ୍ତେ ପତ୍ରର ବ୍ୟବହାର   24-Jul-2026
  ଜିଲ୍ଲା  
*ଚତୁର୍ଦ୍ଧା ମୂର୍ତ୍ତୀ ରଥାରୂଢ଼ ହେବା ପରେ ଡାବୁଗାଁରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ*   24-Jul-2026
  ଜିଲ୍ଲା  
ଭରସୂଜା ଅମୃତ ଧାରା ସୁଚାରୁ  ରୂପେ ପରିଚାଳିତ, ଏହାକୁ ନେଇ ବ୍ଲକ ଉପାଧ୍ୟାକ୍ଷା ଙ୍କ ପ୍ରେସବିବୃତି   24-Jul-2026
  ଜିଲ୍ଲା  
ପଞ୍ଚ ଦିବସୀୟ ଇଂରାଜୀ ତାଲିମ ଶିବିର, ଶିକ୍ଷକ ଙ୍କୁ ଶିକ୍ଷାଦାନ କଲେ ଜିଲ୍ଲାପାଳ   24-Jul-2026
  ଜିଲ୍ଲା  
ବରପାଲି ଅଞ୍ଚଳର ଝିଅ ପିଙ୍କି ହଂଶା ହେଲେ ଜାତୀୟ ଫୁଟବଲ ରେଫରି   24-Jul-2026
  ଜିଲ୍ଲା  
ଗଇଁତାଳାର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ସୁଧାଂଶୁ ଶେଖର ନାଏକଙ୍କ ପରଲୋକ   24-Jul-2026
  ଜିଲ୍ଲା  
ବିନିକା ହାଇସ୍କୁଲରେ ପରିବେଶ ସୁରକ୍ଷା ସଚେତନତା ଓ ଆର୍ଥିକ ସାକ୍ଷରତା ଶିବିର   24-Jul-2026
  ଜିଲ୍ଲା  
ଶ୍ରୀ ଜଗନ୍ନାଥ ଙ୍କ କଳ୍କୀ ବେଶ ଦର୍ଶନ*- *ମା ଇଷ୍ଟଦେବୀ ମେଲୋଡି ଉମାକାନ୍ତ ବାରିକ ଙ୍କ ସମ୍ବଲପୁରୀ ଗୀତ ନାଚ ରେ ଝୁମିଲେ ଦର୍ଶକ*   24-Jul-2026

You Might Also Like