-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||     

HOME   ମହାନଗର

ଭିଜିଲାନ୍ସ ଜାଲରେ ଧନକଉଡ଼ା ବ୍ଲକ ଵିଇଓ଼ କାର୍ଯ୍ୟାଳୟ ର ମୁଖ୍ୟକିରାଣି ଦିଲୀପ କୁମାର ଦେବ I

29-Jul-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ଧନକଉଡ଼ା ବ୍ଲକ ଵିଇଓ଼ କାର୍ଯ୍ୟାଳୟ ର ମୁଖ୍ୟକିରାଣି ଦିଲୀପ କୁମାର ଦେବଙ୍କ ଘରେ ଓ କାର୍ଯ୍ୟାଳୟରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ଉ ହୋଇଥିଲା । ତାଙ୍କ ନାମରେ ପୂର୍ବରୁ ଦୁର୍ନୀତି ଅଭିଯୋଗ ରହିଥିବାରୁ ମଙ୍ଗଳବାର ସକାଳୁ ଭିଜିଲାନ୍ସ ବିଭାଗର ୨ଟି ଦଳ ତାଙ୍କର ସ୍ଥାନୀୟ ସାକ୍ଷୀପଡା ଘରେ ଏବଂ ବ୍ଲକ କାର୍ଯ୍ୟାଳୟରେ ଚଢ଼ଉ କରିଥିଲେ। ଭିଜିଲାନ ବିଭାଗର ୩ ଜଣ ଡିଏସପି, ୩ ଜଣ ଇନ୍ସପେକ୍ଟରଙ୍କୁ ନେଇ ୨ଟି ଦଳ ଗଠନ କରାଯାଇଥିଲା I ସାକ୍ଷୀପଡା ସ୍ଥିତ ଜମି ଓ ୩ ମହଲା ଘରର ମୂଲ୍ୟ ୪୯ ଲକ୍ଷ ୧୧ ହଜାର ୨୭୦ ଟଙ୍କା, ବିଭିନ୍ନ ମୂଲ୍ୟବାନ ଘରକରଣା ସାମଗ୍ରୀ ସମେତ ସୁନା ଗହଣା ଓ ଅଳଙ୍କାରର ମୂଲ୍ୟ ୧୯ ଲକ୍ଷ ୩ ହଜାର ୪୮୫ ଟଙ୍କା, ଗୋଟିଏ କାର ଓ ସ୍କୁଟର ୮ ଲକ୍ଷ ୨ ହଜାର ୫୦ ଟଙ୍କା, ବିଭିନ୍ନ ବ୍ୟାଙ୍କରେ ଜମା ରାଶି ୨ ଲକ୍ଷ ୪୩ ହଜାର ୧୫୫ ଟଙ୍କା ଏବଂ ନଗଦ ୧୯ ହଜାର ୫୮୦ ଟଙ୍କା ସମେତ ସମୁଦାୟ ୭୮ ଲକ୍ଷ ୭୯ ହଜାର ୫୪୦ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଭିଜିଲାନ୍ସ ବିଭାଗ ଠାବ କରିଛି। ଏହାବାଦ୍ ବିଭିନ୍ନ ବୀମା କମ୍ପାନୀରେ ୬ ଲକ୍ଷ ୪୧ ହଜାର ୧୫୦ ଟଙ୍କା ପଇଠ କରାଯାଇଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସମସ୍ତ ବିଷୟକୁ ଯାଞ୍ଚ କରାଯାଉଛି ବୋଲି ସମ୍ବଲପୁର ଭିଜିଲାନ୍ସ ଏସପି ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026

You Might Also Like