-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ମହାନଗର

ଅନାସ୍ଥା ଭୋଟ୍‌ରେ ହାରିଗଲେ ରଙ୍ଗିଆଟିକ୍ରା ସରପଞ୍ଚ ଚମ୍ପାବତୀ ମିଞ୍ଜ ଓ଼

29-Jul-2021



କୁଚିଣ୍ଡା,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ରଙ୍ଗିଆଟିକ୍ରା ପଞ୍ଚାୟତରେ ହୋଇଥିବା ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ୍‌ ଗ୍ରହଣ ଶେଷ ହୋଇଛି। ସରପଞ୍ଚ ଚମ୍ପାବତୀ ମିଞ୍ଜ ହାରି ଯାଇଥିବା ସୂଚନା ମିଳିଛି। ଅନାସ୍ଥା ସପକ୍ଷରେ ୧୦ଟି ଭୋଟ୍‌ ପଡ଼ିଥିବା ବେଳେ ବିପକ୍ଷରେ ମାତ୍ର ଗୋଟିଏ ଭୋଟ୍‌ ପଡିଥିଲା I କୁଚିଣ୍ଡା ଉପଜିଲ୍ଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ଚଳିତ ମାସ ୨୭ ତାରିଖରେ ଅନାସ୍ଥା ପ୍ରସ୍ତାବ ଭୋଟ ଗ୍ରହଣ ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। ଏହି କ୍ରମରେ ମଙ୍ଗଳବାର ପୂର୍ବାହ୍ନ ୧୧ଟା ପରେ ବାମରା ଏବିଡିଓ ସୁଶାନ୍ତ ପଣ୍ଡା ରିଟର୍ଣ୍ଣିଂ ଅଫିସର ଦାୟିତ୍ବରେ ଥାଇ ଭୋଟ ପ୍ରକ୍ରିୟା ସଂପାଦନ କରିଥିଲେ I ମ୍ୟାଜିଷ୍ଟ୍ରେଟ ଦାୟିତ୍ବରେ ବାମରା ତହସିଲଦାର ଅନିଲ କୁଲୁ ତଥା ଶାନ୍ତି ଶୃଙ୍ଖଳା ଦାୟିତ୍ବରେ ଗୋବିନ୍ଦପୁର ଥାନାଧିକାରୀ ଅଜୟ ଜେନା ଓ ମହୁଲପାଲି ଥାନାଧିକାରୀ ଯାଜ୍ଞସେନୀ ନାଏକ ସ୍ୱତନ୍ତ୍ର ଫୋର୍ସ ସହ ମୁତୟନ ଥିଲେ। ପଞ୍ଚାୟତର ମୋଟ ୧୨ଟି ୱାର୍ଡ ମଧ୍ୟରୁ ୨ଟି କୌଣସି କାରଣରୁ ଖାଲି ପଡ଼ିଥିବା ବେଳେ ୧୦ ଜଣ ୱାର୍ଡ ମେମ୍ବର ଓ ସରପଞ୍ଚଙ୍କ ସହ ମୋଟ ୧୧ ଜଣ ଉପସ୍ଥିତ ରହି ଅନାସ୍ଥା ପ୍ରସ୍ତାବରେ ଭୋଟ ଦେଇଥିଲେ। ସେଥିରୁ ଗୋଟିଏ ଭୋଟ୍‌ ସରପଞ୍ଚଙ୍କ ସପକ୍ଷରେ ଯାଇଥିଲା ବେଳେ ୧୦ଟି ବିପକ୍ଷରେ ଥିଲା I ସବ ଡିଭିଜନାଲ ପଞ୍ଚାୟତ ଅଫିସର ଟିକେଶ୍ୱର କିଷାନ ଓ ବ୍ଲକ ଡବ୍ଲୁଇଓ ରଞ୍ଜନ ରାମ ନିର୍ବାଚନ ପରିଚାଳନା କରିଥିଲେ। ଆସନ୍ତ ୩୦ ତାରିଖ ଦିନ ବାମରା ବ୍ଲକ ମହୁକୁମା ଗୋବିନ୍ଦପୁର ପଞ୍ଚାୟତରେ ମଧ୍ୟ ସରପଞ୍ଚ ମୀନାକ୍ଷୀ ମାଝୀଙ୍କ ବିରୋଧ ଆସିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗ୍ରହଣ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like