-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ମହାନଗର

ସମ୍ବଲପୁରରୁ ଲଦ୍ଦାଖକୁ ବାଇକ୍ ଯାତ୍ରା, ସମ୍ବଲପୁର ର ଗୌରବମୟ ଇତିହାସ ପ୍ରଚାର ପାଇଁ ଚେଷ୍ଟା

29-Jul-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ସମ୍ବଲପୁରର ଇତିହାସ ୨ ହଜାର ବର୍ଷ ପୁରଣା I ୨ ଶହ ଶତାବ୍ଦୀ ରେ ଏହି ଅଂଚଲରେ ଉନ୍ନତ ସଭ୍ଯତା ରହିଥିବା ନେଇ ପରିବ୍ରାଜକ ମାନେ ଲେଖିଯାଇଛନ୍ତି। ଟଲେମି ୨ ଶହ ଶତାବ୍ଦୀରେ ସମ୍ବଲପୁର ସମ୍ବଲକ ନାମରେ ମହାନଦୀ କୁଲରେ ରହିଥିବା ବର୍ଣ୍ଣନା କରିଥିବା ବେଲେ ହ୍ବେଂଗସାଂଗ ମଧ୍ଯ ସମ୍ବଲ ଭାବରେ ସମ୍ବଲପୁରକୁ  ବର୍ଣ୍ଣନା କରିଛନ୍ତି I ବୌଦ୍ଧ ଧର୍ମ ଏବଂ ତନ୍ତ୍ର କ୍ଷେତ୍ର ଭାବରେ ସମ୍ବଲପୁରର ଇତିହାସ ରେ ବେଶ କ୍ଷାତି ରହିଥିଲା I ଭାରତୀ ସମାଜ ପକ୍ଷରୁ ସମ୍ବଲପୁରର ଇତିହାସ ର ଅଧ୍ୟୟନ ପାଇଁ ବିଗତ କିଛି ବର୍ଷ ହେବ ଉଦ୍ଯମ କରାଯାଇ ଆସୁଛି I ଏହି କ୍ରମରେ ସମ୍ବଲପୁରରୁ ତିବ୍ବତ  ଏବଂ ହିମାଚଲ ପ୍ରଦେଶ ର ବୌଦ୍ଧ ପୀଠ ଗୁଡିକ ସହ ସମ୍ପର୍କ ଯୋଡିବା ପାଇଁ ଉଦ୍ୟମ କରାଯାଉଛି I ଏଥିପାଇଁ ସମ୍ବଲପୁରରୁ ୨ ଜଣିଆ ଟିମ ବାଇକ ରେ ଲଦ୍ଦାଖ ପର୍ୟ୍ଯନ୍ତ ଯାତ୍ରା ଆରମ୍ଭ କରିଛନ୍ତି I ଭାରତୀ ସମାଜ ପକ୍ଷରୁ ଭେଂକଟ ରମଣ ଦୋରା ଏବଂ ରଜତ ବେହେରା ଏହି ଅଭିଯାନ ରେ ସାମିଲ ହୋଇଛନ୍ତି I ସେମାନେ ସମ୍ବଲପୁରର ଗୌରବମୟ ଇତିହାସ ଏବଂ ପର୍ଯଟନ ସ୍ଥଲି ଗୁଡିକ ବିଷୟ ରେ ପ୍ରଚାର କରିବେ। ତା ସହ ବିଭିନ୍ନ ବୌଦ୍ଧ ପୀଠ ସହ ଯୋଗାଯୋଗ ସ୍ଥାପନ କରିବେ। ସମ୍ବଲପୁରରେ ଗୁରୁ ପଦ୍ମ ସମ୍ଭବ ଜନ୍ମ ହୋଇ ଥିବା ତଥ୍ଯ କୁ ବୌଦ୍ଧ ପୀଠ ମାନଂକ ସହ ଆଲୋଚନା କରି ସେମାନଙ୍କ  ଠାରୁ ଅଧିକ ତଥ୍ଯ ସଂଗ୍ରହ କରିବେ। ଏଥିରେ ବିଭିନ୍ନ ସ୍ଥାନରେ ଥିବା ଭାରତୀ ସମାଜ ସଦସ୍ଯ ସହଯୋଗ କରିବେ।  ଉଭୟ ମାଁ ସମଲେଇଂକ  ଏବଂ ପାଟନେଶ୍ବରୀଂକ ଠାରୁ ଆଶିର୍ବାଦ ନେଇ ତାଙ୍କର ଯାତ୍ରା ଆରମ୍ଭ କରିଛନ୍ତି। ଭାରତୀ ସମାଜ ର ସଂଚାଲକ ଭବାନୀଶ ଭୋଇ ଏବଂ କୋଷାଧ୍ୟକ୍ଷ ସୁବୋଧ ଦୋରା,କ୍ଷୀର ପ୍ରଧାନଂକ ସହ ଅନ୍ୟ ମାନେ  ସମଲେଇ ମନ୍ଦିର ଠାରେ ଉପସ୍ଥିତ ରହି ଉଭୟଂକୁ ଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like