-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ମହାନଗର

ବିଜୁ ଯୁବ ଜନତା ଦଳ ସମ୍ବଲପୁର ମହାନଗର ନିଗମ ପକ୍ଷରୁ ବୃକ୍ଷ ରୋପଣ

29-Jul-2021



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ବିଜୁ ଯୁବ ଜନତା ଦଳ ସମ୍ବଲପୁର ମହାନଗର ନିଗମ ପକ୍ଷରୁ ବୁଧବାର ଜ୍ୟୋତି ବିହାର ବୁର୍ଲା ରାସ୍ତା ପାର୍ଶ୍ଵରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା I ଏହି କାର୍ଯ୍ୟକ୍ରମକୁ ପୂର୍ବତନ ବିଧାୟିକା ତଥା ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଡ଼ ରସେଶ୍ୱରୀ ପାଣିଗ୍ରାହୀ ଉଦଘାଟନ କରିଥିଲେ। ବିଜୁ ଯୁବ ଜନତା ଦଳ ସମ୍ବଲପୁର ମହାନଗର ନିଗମ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୁବ ମହାନଗର ସଭାପତି ନିଶାନ୍ତ ବହିଦାର, ରାଜ୍ୟ ଯୁବ ସାଧାରଣ ସମ୍ପାଦକ ସତୀଶ ବିଶି, ପୂର୍ବତନ ବୁର୍ଲା ଟାଉନ ସଭାପତି ଦେବାଶିଷ ନନ୍ଦ, ରାଜ୍ୟ ମହିଳା ସମ୍ପାଦକ କଳ୍ପନା ମିଶ୍ର,ଜିଲ୍ଲା ଯୁବ ଉପସଭାପତି ଅମିତାଭ ପରିଡା, ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ରମାକାନ୍ତ ସାହୁ ଙ୍କ ସମେତ ଆର. ଶିବ. କୁମାର, ସୁମନ୍ତ୍ର ପଣ୍ଡା, ଶାନ୍ତିଲତା କର, ତ୍ରିବେଣୀ ପଣ୍ଡା, କୁନ୍ତୀ ସିଂ, ସୀତା ପ୍ରଧାନ,ବିଶ୍ୱନାଥ ଧର, ସୌମ୍ୟ ଗୁରୁ,ସନ୍ୟାସୀ ବାରିକ, ଅଲିମ କାମଦର,ଶେକ ଆଲାମ, ଅଲିମ ଖାନ, ତରଣୀସେନ ଚାନ୍ଦ, ପ୍ରଦ୍ୟୁମ୍ନ ମିଶ୍ର, ଗୋକୁଳି ରାଉତ, ବିଭିଶନ ଭିସର, ତାରାଚାନ୍ଦ ବାଗ, ହୃଷୀକେଶ ସ୍ୱାଇଁ, ସୁରେନ୍ଦ୍ର ବିଶ୍ୱାଳ, ବବି ସିଂ,ମନୋଜ ନାଥ, ବିଶ୍ୱରଂଜନ ନାୟକ,ଵାଲା ମାଝୀ, ଜିତୁ ପଟ୍ଟନାୟକ, କୁନି ପରିଡା,ଶେଖର ନାୟକ, ଶୁଭମ ଝାଙ୍କର, ଅନୀଲ ଦାଶ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like