-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ପଶ୍ଟିମ ଓଡ଼ିଶାରେ ବିପର୍ଯ୍ୟସ୍ତ ସ୍ୱାସ୍ଥ ସେବାକୁ ନେଇ ରାଜ୍ୟ ସରକାର ଉପରେ ବର୍ଷିଲା ବିଜେପି, ଭୀମସାର ରେ ଏକମୋ ମେସିନ ସ୍ଥାପନ ପାଇଁ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ ବିଜେପି ର ୧୧ ଦଫା ଦାବି ପତ୍ର

29-Jul-2021



ବଲାଙ୍ଗିର (ପ୍ରେରଣା ଖବର): ଗତକାଲି ବଲାଙ୍ଗିର ବିଜେପି ପକ୍ଷରୁ ଭୀମସାର ରେ ଏକମୋ ମେସିନ ସ୍ଥାପନ ପାଇଁ ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ ଦାବିପତ୍ର ପ୍ରଦାନ କରାଯାଇଥିଲା I  ଏହି ଅବସରରେ  ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ରାଜ୍ୟ ସରକାରଙ୍କ

ବିରୋଧରେ ସ୍ଲୋଗାନ ଦେଇଥିଲେ ବିଜେପି କର୍ମୀ । ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟରେ ଏକ ୧୧  ଦଫା ଦାବି ପତ୍ର ପ୍ରଦାନ କରାଯାଇଥିବା ଦାବିପତ୍ର ରେ ଭୀମସାର କୁ ସମ୍ପୁର୍ଣ୍ଣ ସ୍ବୟଂଶାସିତ କ୍ଷମତା ପ୍ରଦାନ କରିବା, ଭୀମସାର ରେ ଏକମୋ ମେସିନ ଲଗେଇବା, ରାଜ୍ୟ ବଜେଟ ରେ ଭୀମସାର ପାଇଁ ସ୍ୱତନ୍ତ୍ର ପାଣ୍ଠି ବ୍ୟବସ୍ଥା କରାଯିବା, ଆଇ.ସି.ୟୁ ଶଯ୍ୟା ସଂଖ୍ୟା ବୃଦ୍ଧି କରିବା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ପି.ଏଚ.ସି, ସି.ଏଚ.ସି ରେ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ପଦପଦବୀ ପୂରଣ କରିବା, ଭୀମସାର ରେ କର୍କଟ ରୋଗ, ସ୍ନାୟୁ ରୋଗ, ଯକୃତ ରୋଗ, ହୃଦ ରୋଗ ଭଳି ଜଟିଳ ଓ ବଡ ରୋଗ ର ସମ୍ପୂର୍ଣ୍ଣ ଚିକତ୍ସା ସୁବିଧା ଯୋଗେଇବା ଭଳି ଅନେକ ସମସ୍ୟା ର ଶୀଘ୍ର ଓ ସ୍ଥାୟୀ ସମାଧାନ ଉଲ୍ଲେଖ ରହିଛି । ଜିଲ୍ଲା ସଭାପତି  ଶିବାଜୀ ନାହାନ୍ତିଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲ୍ଲା 

ଉପସଭାପତି ରାଜେଶ ପାଣିଗ୍ରାହୀ, ପ୍ରଭାସ ପାଣିଗ୍ରାହୀ, ଅମିତ ସିଂହ ନୀନା, ବସୁଦେବ ସିଂହ ନୀନା, ଚିତ୍ତରଞ୍ଜନ ମିଶ୍ର, ରଞ୍ଜିତ ପାଣିଗାହି, ଟଙ୍କଧର ପ୍ରଧାନ, ଦିନେଶ ଶର୍ମ ପ୍ରମୁଖ ସାମିଲ ହୋଇ ରାଜ୍ଯ ସରକାର ଙ୍କ ବିରୁଦ୍ଧରେ ଗର୍ଜି ଥିଲେ l ଆଗାମୀ ଦିନରେ ସରକାର ପଶ୍ଟିମ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାରେ ସୁଧର ନ ଆଣିଲେ ଭାଜପା ପୁଣି ରାଜରାସ୍ତା କୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like