-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ସଂକ୍ରମଣର ସ୍ଥିତି ସ୍ଥିର ରହିଛି : ଡି ଏମ୍ ଇ ଟି ନିର୍ଦ୍ଦେଶକ

29-Jul-2021



ଭୁବନେଶ୍ବର (ପ୍ରେରଣା ଖବର) : ରାଜ୍ୟରେ ସଂକ୍ରମଣର ସ୍ଥିତି ସ୍ଥିର ରହିଛି । ଗତ କିଛି ଦିନ ହେବ ୧୬୦୦ ରୁ ୧୭୦୦ ଭିତରେ ହିଁ ଟ୍ରେଣ୍ଡ ରହୁଛି ବୋଲି ଡିଏମ୍ ଇ ଟି ନିର୍ଦ୍ଦେଶକ ସିବି କେ ମହାନ୍ତି ସୂଚନା ଦେଇଛନ୍ତି । ଵିଶେଷ ବଢି ନାହିଁ । ତେଣୁ ସଂକ୍ରମଣ ହାର, ବିଭିନ୍ନ ଜିଲ୍ଲାର ସ୍ଥିତି କୁ ସମୀକ୍ଷା କରି ଅନଲକ ପ୍ରୋସେଶ କୁ ଯିବେ ରାଜ୍ୟ ସରକାର । ସେଥିରେ ଆମେ ଥିଲେ ବି ଆମ ରାଜ୍ୟରୁ ହାରାହାରି ୧୮ ଶହ ଦୈନିକ ସଂକ୍ରମଣ ରହୁଛି । ଜାତୀୟ ହାରରେ ଆମ ସଂଖ୍ୟା ନଗନ୍ୟ ବୋଲି ଶ୍ରୀ ମହାନ୍ତି ପ୍ରକାଶ କରିଛନ୍ତି । 

କଟକ ଖୋର୍ଦ୍ଦାରେ ସଂପୂର୍ଣ୍ଣ ଅନଲକ ହେବାର ସମ୍ଭାବନା ରହୁନି । ସ୍ଥିତି, ସମୟ, ସଂକ୍ରମଣର ପରିସ୍ଥିତିକୁ ଅନୁଧ୍ୟାନ କରି ଅନଲକ ନିଷ୍ପତ୍ତି ନିଆଯିବ । ଆମ ବିଶେଷଜ୍ଞ କମିଟି ଟିମ୍ ଯାହା କହିବ ସେହି ନିଷ୍ପତ୍ତି ନିଆଯିବ । ସବୁ ନିଷ୍ପତ୍ତି ପରମାନେଣ୍ଟ ନୁହଁ ।

ରାଜ୍ୟ ସରକାର ପ୍ରଥମେ କହିଥିଲେ 3 ଟି ସ୍ଥାନରେ ଇକମୋ ଲାଗିବ । ମାତ୍ର ପରବର୍ତ୍ତୀ ମାନବ ସମ୍ବଳ ଅଭାବରୁ କେବଳ କଟକ ଏସିବିରେ ସମସ୍ତ ମେସିନ ରଖିବା ପାଇଁ ନିଷ୍ପତ୍ତି ନିଆଗଲା । ତେବେ ଇକମୋ ମେସିନ ଭିମସାରକୁ ନ ମିଳିବା ପ୍ରସଂଗରେ ଡ଼ିଏମଇଟି କହିଛନ୍ତି ଯେ ସେଠାରେ କାର୍ଡିଓଥୋରାସିସର ଭିତ୍ତିଭୂମୀ ନିର୍ମାଣଧୀନ ଅଛି । ସଂପୂର୍ଣ୍ଣ ହେଲେ, ସେବା ଆରମ୍ଭ ହେବ । ରାଉରକେଲାରେ କିଛି ଦିନ ମଧ୍ୟରେ ଆରମ୍ଭ ହେବାର ରହିଛି । ଯେତେ ଜଲଦି ମାନବ ସମ୍ବଳ ଓ ଭିତ୍ତିଭୂମୀ ନିର୍ମାଣ ହେବ ସେତେ ଶୀଘ୍ର ଚିକିତ୍ସା ମିଳିବ ବୋଲି ଶ୍ରୀ ମହାନ୍ତି ସ୍ପଷ୍ଟ କରିଛନ୍ତି । ୩୦ ରୁ ୪୦ ଲକ୍ଷ ଭିତରେ ଗୋଟିଏ ଇକମୋ ମେସିନ ଲଗାଇବା ବଡ଼ କଥା ନୁହେଁ ମାତ୍ର ମାନବ ସମ୍ବଳ ସବୁଠୁ ବଡ଼ ପ୍ରସଙ୍ଗ ବୋଲି ସେ କହିଥିଲେ । 

ଡେଙ୍ଗୁ ପ୍ରତିବର୍ଷ ଜୁଲାଇରୁ ଅକ୍ଟୋବର ମଧ୍ୟରେ ହୁଏ । ରାଜ୍ୟର ସମସ୍ତ ଡାକ୍ତରଖାନାରେ ଡେଙ୍ଗୁ ଚିକିତ୍ସା ପାଇଁ ତାଲିମ ପ୍ରାପ୍ତ । କେବଳ ଜନସଚେତନତା ଦରକାର ବୋଲି ନିର୍ଦ୍ଦେଶକ, ଡିଏମଇଟି  ସିବିକେ ମହାନ୍ତି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026

You Might Also Like