-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ରାଜ୍ୟ

ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା

29-Jul-2021



ଭୁବନେଶ୍ୱର,(ଶୁଭାଶିଷ ନାୟକ) :  ଗୋଟିଏ ଲଘୁଚାପ ଗଲା । ଆଉ ଗୋଟିଏ ଲଘୁଚାପ ଆସିଲା । ତଥାପି ଏହା ପ୍ରଭାବରେ ରାଜ୍ୟରେ ଏଯାଏ ବିଶେଷ ବର୍ଷା ହୋଇନାହିଁ । ଲଗାଣ ବର୍ଷା କିମ୍ବା ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା କମ୍‌ । ଅନ୍ୟପଟେ ରାଜ୍ୟରେ ବର୍ଷା ଅଭାବୀ ସ୍ଥିତି ଜାରି ରହିଛି । ଏବେ ବି ଅଧା ଓଡ଼ିଶାରେ ସ୍ୱାଭାବିକଠାରୁ କମ୍‌ ରହିଛି ବର୍ଷା। ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହୋଇପାରେ। ମାତ୍ର ବିଶେଷ ବଡ଼ ବର୍ଷା ସମ୍ଭାବନା ଦେଖାଯାଉନାହିଁ। ତେଣୁ ସ୍ଥିତି ସୁଧୁରିବା ସମ୍ଭାବନା କମ୍‌ ରହିଛି । 

  ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନଟ ଲଘୁଚାପରେ ପରିଣତ ହୋଇ ବାଂଲାଦେଶ ଉପକୂଳ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପରେ ଅଛି । ଏହା ପଶ୍ଚିମରେ ଗତି କରି ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଅତିକ୍ରମ କରିବ । ଏହା ପ୍ରଭାବରେ ଓଡ଼ିଶାରେ ୩୦ ତାରିଖ ଯାଏ ବର୍ଷା ହେବ । ମୁଖ୍ୟତଃ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । କେତେକ ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

୨୯ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ଢେଙ୍କାନାଳରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୩୦ ତାରିଖରେ ଉତ୍ତର ଓଡ଼ିଶାରେ ମୁଖ୍ୟତଃ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ଏବଂ ନୂଆପଡ଼ା, ବଲାଙ୍ଗିର, ସୋନପୁର, କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୩୧ରେ ବର୍ଷା ପରିମାଣ କମିବ । ତଥାପି କେତେକ ଜାଗାରେ ବର୍ଷା ହେବ।

ଜୁନ୍‌ ପହିଲାରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୨% କମ୍‌ ବର୍ଷା ହୋଇଛି । ୧୫ଜିଲ୍ଲାରେ ବର୍ଷା ନିଅଣ୍ଟିଆ ରହିଛି । ଯାଜପୁରରେ ସ୍ୱାଭାବିକଠାରୁ ୪୯% କମ୍‌ ବର୍ଷା ହୋଇଥିବାବେଳେ ଭଦ୍ରକରେ ୪୫% କମ୍‌ ବର୍ଷା ହୋଇଛି । ବଲାଙ୍ଗିରରେ ୪୧% ବର୍ଷା ନିଅଣ୍ଟିଆ ଥିବାବେଳେ ନବରଙ୍ଗପୁର, ଗଜପତି, ରାୟଗଡ଼ା, କଳାହାଣ୍ଡିରେ ୩୫ ପ୍ରତିଶତ ଲେଖାଏଁ ବର୍ଷା କମ୍‌ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like