-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦେବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ ଚିଠିଲେଖିଲେ କଳିକେଶ

29-Jul-2021



ବଲାଙ୍ଗିର,(ପ୍ରେରଣା ଖବର)-ପଶ୍ଚିମ ଓଡିଶାର ସର୍ବପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ରକଲେଜକୁ ଗତ ୨୦୨୦ରେ ରାଜ୍ୟସରକାର ବିଶ୍ୱବିଦ୍ୟାଳୟ ଘୋଷଣା କଲେ । କିନ୍ତୁ ଘୋଷଣାର ବର୍ଷେପରେ ମଧ୍ୟ କେନ୍ଦ୍ରିୟ ୟୁନିଭରସିଟିଗ୍ରାଣ୍ଟ କମିଶନ(ୟୁଜିସି) ଏହାକୁ ମାନ୍ୟତା ଦେଇନାହିଁ । ଯାହାକୁ ନେଇ ବଲାଙ୍ଗୀରରେ ଛାତ୍ରସମାଜ,ରାଜନେତାମାନେ ଉଦବେଗ ପ୍ରକାଶ କରିଛନ୍ତି । ଏହି ବିଶ୍ୱବିଦ୍ୟାଳୟର ୟୁଜିସି ମାନ୍ୟତା ପାଇଁ ରାଜ୍ୟସରକାର ୟୁଜିସି କମିଶନଙ୍କୁ ପ୍ରସ୍ତାବ ପଠାଇଥିଲେ । କିନ୍ତୁ ସେହି ଅବେଦନରେ ତୃଟିଥିବା ଦର୍ଶାଇ ୟୁଜିସି ସେହି ପ୍ରସ୍ତାବକୁ ଅନୁମୋଦନ ନକରି ଫେରାଇ ଦେଇଛି । ଗତ ୨୮.୧୨.୨୦୨୦ରେ ୟୁଜିସି ଏହାକୁ ଫେରାଇ ଦେଇଥିଲେ । ଏବେ ରାଜ୍ୟସରକାର ଆବଶ୍ୟକ ତର୍ଜମା ପରେ ପୁଣିଥରେ ଆବେଦନ କରାଯାଇଛି । ତେବେ ଏହି ଘଟଣାରେ ପୂର୍ବତନ ସାଂସଦ କଳିକେଶନାରାୟଣ ସିଂଦେଓ ଉଦବେଗ ପ୍ରକାଶ କରିବା ସହିତ କେନ୍ଦ୍ରସରକାରଙ୍କ ଶିକ୍ଷା ଓ ଦକ୍ଷତାବିକାଶମନ୍ତ୍ରୀଙ୍କୁ ଚିଠିଲେଖି ରାଜେନ୍ଦ୍ରବିଶ୍ୱିଦ୍ୟାଳୟକୁ ତୁରନ୍ତ ୟୁଜିସି ମାନ୍ୟତା ଦେବାକୁ ଦାବି କରିଛନ୍ତି । କଳିକେଶ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ,ଓଡିଶାସରକାରଙ୍କ ବିଶ୍ୱବିଦ୍ୟାଳୟ ଆଇନ୧୯୮୯(ଆକ୍ଟ୫) ସେକସନ ୩୨(୧) ଅନୁଯାୟୀ ରାଜ୍ୟର ଅନ୍ୟ ବିଶ୍ୱବିଦ୍ୟାଳୟ ଭଲି ଏହାକୁ ବିଶ୍ୱାବିଦ୍ୟାଳୟ କରାଯାଇଛି । ଏହି ଆଇନ ଅନୁଯାୟୀ ୧.୬.୨୦୨୦ରୁ

ରାଜେନ୍ଦ୍ରକଲେଜକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ଦିଆଯାଇଥିବା ବେଳେ ୧.୪.୨୦୨୧ରୁ ଜଣେ ସ୍ୱତନ୍ତ୍ର କୁଳପତି ନିଯୁକ୍ତି ପାଇସାରିଛନ୍ତି । କଳିକେଶ ଆହୁରି ଯୁକ୍ତିକରିଛନ୍ତି ଯେ,ଓଡିଶାରେ ଏହି ଧାରାରେ କରାଯାଇଥିବା ବିଶ୍ୱବିଦ୍ୟାଳୟ ଯଥା-ଫକିରମୋହନ ବିଶ୍ୱବିଦ୍ୟାଳୟ,ବାଲେଶ୍ୱର,ମହାରାଜା ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱ୍‌ବିଦ୍ୟାଳୟ,ବାରିପଦା,ରମାଦେବୀ ବିଶ୍ୱବିଦ୍ୟାଳୟ.ଭୁବନେଶ୍ୱର,ଖଲିକୋଟ ବିଶ୍ୱବିଦ୍ୟାଳୟ,ଭବାନୀପାଟଣାର କଳାହାଣ୍ଡି ବିଶ୍ୱବିଦ୍ୟାଳୟ,ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦିଆଯାଇସାରିଛି । ଏମାନଙ୍କୁ ୟୁଜିସି ଆକ୍ଟ ସେକସନ ୨(ଏଫ)ରେ ୟୁଜିସି ମାନ୍ୟତା ଦିଆଯାଇସାରିଛି । ତେଣୁ ବଲାଙ୍ଗୀର ରାଜେନ୍ଦ୍ରବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ନଦେବାରେ କୌଣସି ଯଥାର୍ଥତା ନାହିଁ । ତେଣୁ କେନ୍ଦ୍ରମନ୍ତ୍ରୀ ହସ୍ତକ୍ଷେପ କରି ତୁରନ୍ତ ରାଜେନ୍ଦ୍ରବିଶ୍ୱବିଦ୍ୟାଳୟକୁ ୟୁଜିସିମାନ୍ୟତା ପ୍ରଦାନ କରାନ୍ତୁ ବୋଲି ଦାବି କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like