-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||     

HOME   ଜିଲ୍ଲା

କର୍ଲାପିଟା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

29-Oct-2020



ବଲାଙ୍ଗିର:  ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କର୍ଲାପିଟା  ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୌସୁମୀ ନାୟକ ଚଳିତ ବର୍ଷ ବାର୍ତ୍ତା ଉପରେ ଆଲୋକପାତ କରିବା ସହ ଦୁର୍ନୀତି ଠାରୁ ଦୂରରେ ରହିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ନାୟକ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଦୁର୍ନୀତି ବିରୋଧରେ  ସାମୂହିକ ଶପଥ ପାଠ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସୁଦାମ ସୁନା, ନବକୁମାର ବେହେରା, ମାନସ ରଂଜନ ମିଶ୍ର, ଶିକ୍ଷୟିତ୍ରୀ ସତ୍ୟପ୍ରିୟା ନନ୍ଦ, ଗୀତାଞ୍ଜଳି ରଣା, ନଳିନୀ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026

You Might Also Like