-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲା ଗସ୍ତବେଳେ ଜଗାକୁ ଭେଟିଲେ ମନ୍ତ୍ରୀ ପ୍ରତାପ ଜେନା :ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବେ

29-Jul-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ତିନି ଦିନିଆ କନ୍ଧମାଳ ଜିଲା ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତ ରାଜ,ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କନ୍ଧମାଳ ଗ୍ରସ୍ତ ରେ ଆସି ଫୁଲବାଣୀ ଠାରେ ପହଞ୍ଚିବାପରେ ଜିଲ୍ଲା ବିଜୁ ଜନତା ଦଳ , ଜିଲ୍ଲା ମହିଳା ବିଜୁ ଜନତା ଦଳ ପକ୍ଷରୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ବିଧାୟକ ଅଙ୍ଗଦ କହଁର, ରାଜ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ସଂପାଦକ ତଥା ବିଜେଡି ନେତା ୟାସିନ ବେଗ,ଜିଲ୍ଲା ବିଜୁ ଜନତା ଦଳ ସଭାପତି ସରୋଜ କର୍ଣ୍ଣ,ନଗର ବିଜୁ ଜନତା ଦଳ ସଭାପତି ସୁଧୀର କହଁର,ଦାରୁଣ ବେହେରା , ମହିଳା ଶାଖା ସଭାପତି ପୁନମ କହଁର , ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ପୂର୍ବତନ ମହିଳା ଶାଖା ସଭାନେତ୍ରୀ ଅନିମା କହଁର, ମହିଳା ନେତ୍ରୀ ସଂଯୁକ୍ତା  ବେହେରା , ଙ୍କ ସମେତ ବହୁ ଦଳୀୟ କର୍ମୀ ଓ ନେତା ଉପସ୍ଥିତ ଥିଲେ । ପରେ ପରେ  ଜିଲ୍ଲା ମୂଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗକୁ ଯାଇ ଜଗାକୁ ଭେଟିଛନ୍ତି । ଚିକିତ୍ସା ଦାୟିତ୍ଵରେ ଥିବା ଡାକ୍ତରମାନଙ୍କୁ ତାର ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ ମନ୍ତ୍ରୀ । ଜଗା ଭଲ ଥିବା ଦେଖି ମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହିତ ଜଗା ଶୀଘ୍ର ସଂପୂର୍ଣ୍ଣ ସୁସ୍ଥ ହୋଇ ସାଧାରଣ ପିଲାଙ୍କ ପରି ସ୍କୁଲ ଯାଉ ବୋଲି ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି ଶ୍ରୀ ଜେନା।ସୂଚନାଯୋଗ୍ୟ, ପ୍ରତାପ ଜେନା ସ୍ବାସ୍ଥ୍ୟ ମନ୍ତ୍ରୀ ଥିବା ବେଳେ ଫିରିଙ୍ଗିଆ ବ୍ଲକ ମିଲୁପଡାର ଯୋଡାମୁଣ୍ଡ ଶିଶୁ ଜଗା ବଳିଆଙ୍କ ଦିଲ୍ଲୀ ଏମସରେ ଏକ ଅତି ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ସେମାନଙ୍କ ମୁଣ୍ଡକୁ ଅଲଗା କରାଯାଇଥିଲା । ସେହି ସମୟରେ ପ୍ରତାପ ଜେନାଙ୍କ ଉଦ୍ୟମ ଓ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଯୋଗୁଁ ରାଜ୍ୟ ସରକାର ଏହି ଅସ୍ତ୍ରୋପଚାର ପାଇଁ ଏକ କୋଟି ଟଙ୍କା ଯୋଗାଇ ଦେଇଥିଲେ । ସେଠାରେ ସୁସ୍ଥ ହୋଇ ଫେରିବା ପରେ ସେମାନେ କଟକ ଏସସିବିକୁ ସ୍ଥାନାନ୍ତର ହୋଇଥିଲେ ।ତେବେ କିଛି ଦିନ ପରେ ବଳିଆ ସେଠାରେ ମୃତ୍ୟୁ ବରଣ କରିଥିଲା । ପରେ ଜଗାକୁ ଫୁଲବାଣୀ ମୂଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ସେ ଏବେ ଚିକିତ୍ସାଧୀନ ଅଛି । ଜଗାକୁ ମନେ ପକାଇ ଆଜି ମନ୍ତ୍ରୀ ଶ୍ରୀ ଜେନା ତାକୁ ଦେଖା କରିଥିବାରୁ ତାର ବାପା ମାଙ୍କ ସମେତ ସ୍ଥାନୀୟ ଲୋକେ ତାଙ୍କୁ ସାଧୁବାଦ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ   29-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   29-Sep-2026
  ଜିଲ୍ଲା  
*ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   29-Sep-2026
  ରାଜ୍ୟ  
ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   29-Sep-2026
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026

You Might Also Like